
ପାଖେଇ ଆସୁଛି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଓ ଆରମ୍ଭ ହୋଇସାରିଛି ପ୍ରସ୍ତୁତି ପର୍ବ
ପୁରୀ: ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା। ଏନେଇ ଆରମ୍ଭ ହୋଇସାରିଛି ପ୍ରସ୍ତୁତି ପର୍ବ। ନରେନ୍ଦ୍ର ପୁଷ୍କରିଣୀ ଜଳ ଭିତରେ ଗତବର୍ଷ ରଖାଯାଇଥିବା ମହାପ୍ରଭୁଙ୍କ ନନ୍ଦା, ଭଦ୍ରା ଓ ବୈଜୟନ୍ତରୀ ଡଙ୍ଗାକୁ ପରମ୍ପରା ଅନୁଯାୟୀ