ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ବାଲିଅନ୍ତା: ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ବାଳକାଟି ଠାରେ ଥିବା ଶ୍ରୀକନଭେନେସନ୍ ମଣ୍ଡପରେ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଶିକ୍ଷା ଜଗତରେ ବିଦ୍ୟାର୍ଥୀ, ଆଦର୍ଶ ଶିକ୍ଷକ ଓ ଆଦର୍ଶ ଶିକ୍ଷା ଅନୁଷ୍ଠାନ ମାନଙ୍କୁ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହାର ମୁଖ୍ୟ ଲକ୍ଷ୍ୟ ବିଦ୍ୟାର୍ଥୀମାନେ ଯେଉଁ ଭଳି ନିଜର ଏକାଗ୍ରତା ନିଷ୍ଠାପର ଅଧ୍ୟୟନରେ ଅନ୍ୟବିଦ୍ୟାର୍ଥି ମାନଙ୍କୁ ପଛରେ ପକାଇ ସଫଳତା ଲାଭ କରିଛନ୍ତି ତାଙ୍କର ପରିଶ୍ରମକୁ… Continue reading ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଲିଙ୍ଗରାଜ ବିହାର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ଉତ୍ସବ

ଭୁବନେଶ୍ୱର: ପୋଖରୀପୁଟ ସ୍ଥିତ ଲିଙ୍ଗରାଜ ବିହାର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ୮ମ ତମ ବାର୍ଷିକ ଉତ୍ସବ ସୁରସା- ୮ ବହୁ ସମାରୋହରେ ପାଳିତ ହୋଇ ଯାଇଅଛି। ଏହି ଉତ୍ସବ ରେ ମୁଖ୍ୟ ଅତିଥି ବିଜେପି ରାଜ୍ୟ ଉପ ସଭାପତି ଡ଼. ଲେଖାଶ୍ରୀ ସାମନ୍ତ ସିଂହାର ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବର ଉଦ୍ଘାଟନ କରିଥିଲେ। ମୁଖ୍ୟ ଅତିଥି ଏବଂ ଅନ୍ୟାନ୍ୟ ସମ୍ମାନୀୟୀତ ଅତିଥି ମଧ୍ୟରେ ପୁରୀ ସଂସ୍କୃତ ବିଶ୍ଵବିଦ୍ୟାଳୟର କୁଳପତି ଡକ୍ଟର ଅଲେଖ ଚନ୍ଦ୍ର ଷଡଙ୍ଗୀ ଏବଂ… Continue reading ଲିଙ୍ଗରାଜ ବିହାର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ଉତ୍ସବ