ନବିନ ସୂତ୍ରଧର ପକ୍ଷରୁ ଆୟୋଜିତ ହେଉଥିବା ତୃତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦଯାପିତ

ଭୁବନେଶ୍ୱର: ନବିନ ସୂତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ୱ ଫଟୋଗ୍ରାଫି ଦିବସ ପରିପ୍ରେକ୍ଷୀ ରେ ସ୍ଥାନୀୟ ଜୟଦେବ ଭଵନ ଠାରେ ଆୟୋଜିତ ହୋଇଥିବା ତୃତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦଯାପିତ ହୋଇଯାଇଛି। ଆଜିର ଏହି ସନ୍ଧ୍ୟାରେ ମୁଖ୍ୟ ଅତିଥିଭାବେ ବରିଷ୍ଠ ସାମ୍ବାଦିକ ସମ୍ପଦ ମହାପାତ୍ର ଯୋଗ ଦେଇ ଫଟୋଗ୍ରାଫର ମାନେ ଚିରାଚରିତ ଫଟୋ ଉଠା ବ୍ୟତୀତ କିଛି ଭିନ୍ନ ତଥା ସମାଜର ଉନ୍ନତି ଓ ସଂସ୍କାର ଆଣି ପାରୁଥିବା ଫଟୋ ଉଠାଇବା ଦିଗରେ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ।… Continue reading ନବିନ ସୂତ୍ରଧର ପକ୍ଷରୁ ଆୟୋଜିତ ହେଉଥିବା ତୃତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦଯାପିତ

ଗ୍ୟାଙ୍ଗୱାରକୁ ନେଇ ଝାରପଡ଼ା ଜେଲରେ ରେଡ୍‌; ମିଳିଲା ଗଞ୍ଜେଇ, ଚିଲମ

ଭୁବନେଶ୍ୱର: ଭୁବନେଶ୍ୱର ଝାରପଡ଼ା ଜେଲରେ ଆଜି କମିଶନରେଟ୍ ପୁଲିସ ପକ୍ଷରୁ ରେଡ୍ କରାଯାଇଛି। ଜେଲ ଭିତରେ ଗ୍ୟାଙ୍ଗ ୱାରକୁ ନେଇ କରାଯାଇଥିଲା ଚଢ଼ାଉ । ଡିସିପିଙ୍କ ନେତୃତ୍ୱରେ ରେଡ୍ ହୋଇଥିବା ସୂଚନା ମିଳିଛି। ଜେଲର ପ୍ରତ୍ୟେକ ସେଲରେ ସ୍ପେଶାଲ ଟିମ୍ ଦ୍ୱାରା କରାଯାଇଛି ରେଡ୍ । ଏହି ଚଢ଼ାଉରେ ଡିସିପିଙ୍କ ନେତୃତ୍ୱରେ ୬ ଜଣ ଏସିପି, ୫ ଜଣ ଆଇଆଇସି ସହିତ ଏକ ପ୍ଲାଟୁନ ଫୋର୍ସ ସାମିଲ ହୋଇଛନ୍ତି। ପ୍ରତ୍ୟେକ ୱାର୍ଡରେ ଯାଞ୍ଚ କରାଯାଇଛି। ଗତକାଲି ଝାରପଡ଼ା… Continue reading ଗ୍ୟାଙ୍ଗୱାରକୁ ନେଇ ଝାରପଡ଼ା ଜେଲରେ ରେଡ୍‌; ମିଳିଲା ଗଞ୍ଜେଇ, ଚିଲମ