ବହୁ ଚର୍ଚ୍ଚିତ ପାଟଣାଗଡ଼ ‘ପାର୍ସଲ ବୋମା’ ଘଟଣାରେ ପୁଞ୍ଜିଲାଲଙ୍କୁ ଆଜୀବନ ଦଣ୍ଡାଦେଶ

ବଲାଙ୍ଗିର: ବଲାଙ୍ଗିର ସ୍ଵତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗିର, ସାରା ଦେଶରେ ହଇଚଇ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ବହୁ ଚର୍ଚ୍ଚିତ ପାଟଣାଗଡ଼ ‘ପାର୍ସଲ ବୋମା’ ରାୟ ଆସିଛି। ପାଟଣାଗଡ଼ ଏଡିଜେ କୋର୍ଟରେ ପୁଞ୍ଜିଲାଲ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ପୁଞ୍ଜିଲାଲ ମେହେରଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ପୁଞ୍ଜିଲାଲଙ୍କୁ ଆଜୀବନ କାରାଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜରିମାନା ରାୟ ଶୁଣାଇଛନ୍ତି କୋର୍ଟ। ଦୀର୍ଘ ୭ ବର୍ଷର ଅପେକ୍ଷା… Continue reading ବହୁ ଚର୍ଚ୍ଚିତ ପାଟଣାଗଡ଼ ‘ପାର୍ସଲ ବୋମା’ ଘଟଣାରେ ପୁଞ୍ଜିଲାଲଙ୍କୁ ଆଜୀବନ ଦଣ୍ଡାଦେଶ

ଯୁବ କୁଲୁତା ସମାଜ ତରଫରୁ କୁଲୁତା ଦିବସ ପାଳିତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା କୁଲୁତା ସମାଜ ତରଫରୁ ସ୍ଥାନୀୟ ରେଲୱେ ଷ୍ଟେସନ ସ୍ଥିତ ଅସିମ କରାଟେ ଏକାଡେମୀ ରେ ଚୈତ୍ୟ ପୂର୍ଣ୍ଣିମା ଅବସରରେ କୁଲୁତା ଦିବସ ବଡ ସମାରୋହ ସହ ପାଳିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ପାଇଁ ବଲାଙ୍ଗିର ମ୍ୟୁନିସିପାଲିଟି ଏରିଆରେ ଯେଉଁ ଦଳ ବା ନେତା ସରକାରୀ ଜମି ସହ କୁଲୁତା ଭବନ ତିଆରି କରିବ ତାକୁ ସମାଜର ସମସ୍ତ ଭୋଟର ସମର୍ଥନ ଜଣାଇବା ପାଇଁ ସର୍ବ ସମ୍ମତିକ୍ରମେ ନିଷ୍ପତ୍ତି… Continue reading ଯୁବ କୁଲୁତା ସମାଜ ତରଫରୁ କୁଲୁତା ଦିବସ ପାଳିତ