ଭୋଟରଙ୍କ ସୁବିଧା ପାଇଁ ଉନ୍ମୋଚିତ ହୋଇଛି ‘ମୋ ବୁଥ୍ ଆପ୍’

ଭୁବନେଶ୍ୱର: ଉନ୍ମୋଚିତ ହୋଇଛି ‘ମୋ ବୁଥ୍ ଆପ୍’। ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏହାକୁ ଉନ୍ମୋଚନ କରିଛନ୍ତି। ଭୋଟରଙ୍କ ସୁବିଧା ପାଇଁ ‘ମୋ ବୁଥ୍ ଆପ୍’ ଉନ୍ମୋଚିତ ହୋଇଛି I ସହରାଞ୍ଚଳ ଭୋଟରଙ୍କୁ ସଚେତନ କରାଯିବା ଉଦ୍ଦେଶ୍ୟରେ ’ମୋ ବୁଥ୍ ଆପ୍’ ଗଠନ କରାଯାଇଛି। ଏହି ଆପ୍ ଓ ୱେବସାଇଟ ମାଧ୍ୟମରେ ବୁଥ୍ ସମ୍ପର୍କରେ ସବୁ ତଥ୍ୟ ଜାଣିହେବ। ଏହି ଆପ୍ ମାଧ୍ୟମରେ ସେକ୍ଟର ଅଧିକାରୀମାନେ ମତଦାନ କେନ୍ଦ୍ରରେ ପୋଲିଂ ପାର୍ଟି ପହଞ୍ଚିବାର… Continue reading ଭୋଟରଙ୍କ ସୁବିଧା ପାଇଁ ଉନ୍ମୋଚିତ ହୋଇଛି ‘ମୋ ବୁଥ୍ ଆପ୍’