ସ୍ବର୍ଗତଃ ହେମଲତା ବଳ ମେମୋରିଆଲ୍ ତରଫରୁ ସରସ୍ବତୀ କ୍ଲବର କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୪ ଉଜ୍ଜାପନ ଉତ୍ସବ

ଚାନ୍ଦବାଲି: ଚାନ୍ଦବାଲି ଏନଏସି ଅଞ୍ଚଳର ୧୦ନମ୍ବର ଓ୍ବାଡର ନୟାଧାମରା ଗ୍ରାମର ଯାତ୍ରାପଡିଆରେ ସ୍ବର୍ଗତଃ ହେମଲତା ବଳ ମେମୋରିଆଲ୍ ତରଫରୁ ସରସ୍ବତୀ କ୍ଲବର କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୪ର ଉଜ୍ଜାପନ ଦୀବସ ଅନୁଷ୍ଠିତ ହୋଯାଇଅଛି, ଏଥିରେ ମୁଖ୍ୟ ଅତିଥୀ ଭାବେ ଚାନ୍ଦବାଲ ଏନଏସିର ଭାଇସଚ୍ୟାର ମ୍ୟାନ ଶ୍ରୀଯୁକ୍ତ ଅମେନ୍ଦ୍ର ସାହୁ,ଚାନ୍ଦବାଲି ପଞ୍ଚାୟତର ପୂର୍ବତନ ସରପଞ୍ଚ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ମାଝୀ, ନୟାଧାମରା ଗ୍ରାମର ପୂର୍ବତନ ମୁଖିଆ ଶ୍ରୀଯୁକ୍ତ ରାମଚନ୍ଦ୍ର ବଳ ଏବଂ ନୟାଧାମରା ଗ୍ରାମରେ ବୈଜ୍ୟେଷ୍ଠ ବ୍ୟକ୍ତି ରଘୁଆ ଖଟୁଆ… Continue reading ସ୍ବର୍ଗତଃ ହେମଲତା ବଳ ମେମୋରିଆଲ୍ ତରଫରୁ ସରସ୍ବତୀ କ୍ଲବର କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୪ ଉଜ୍ଜାପନ ଉତ୍ସବ

ଧୋନିଙ୍କ ନୂଆ IPL ରେକର୍ଡ

ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ନୂଆ ରେକର୍ଡ କରିଛନ୍ତି। ସେ ଏହି ଟି-୨୦ ଟୁର୍ନାମେଣ୍ଟ ଇତିହାସରେ ୧୫୦ଟି ବିଜୟୀ ମ୍ୟାଚରେ ସାମିଲ ହେବାରେ ପ୍ରଥମ ଖେଳାଳି ହୋଇପାରିଛନ୍ତି। ରବିବାର ହାଇଦ୍ରାବାଦ ବିପକ୍ଷରେ ଚେନ୍ନାଇ ବିଜୟ ହାସଲ କରିଛି । ଏହା ସହ। ସେ ଏହି ଟି-୨୦ ଟୁର୍ନାମେଣ୍ଟ ଇତିହାସରେ ୧୫୦ଟି ବିଜୟୀ ମ୍ୟାଚରେ ସାମିଲ ହୋଇପାରିଛନ୍ତି I ଇଣ୍ଡିଆନ ପ୍ରିମିୟର ଲିଗ୍(IPL) ଆରମ୍ଭ ହେବା ପରଠାରୁ ଧୋନି ଅଂଶଗ୍ରହଣ କରିଆସୁଛନ୍ତି। ତାଙ୍କ ଅଧିନାୟକତ୍ୱରେ ଚେନ୍ନାଇ ପାଞ୍ଚ… Continue reading ଧୋନିଙ୍କ ନୂଆ IPL ରେକର୍ଡ