ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ନନ୍ଦିନୀଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ସ୍ଥାନୀୟ ସୂର୍ଯ୍ୟନଗର ପ୍ରତିମୂର୍ତ୍ତି ସ୍ଥଳରେ ଓଡିଶା ର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ, ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ, ସୁସାହିତିକା, ତଥା ବହୁମୁଖୀ ବ୍ୟକ୍ତିତ୍ୱର ଅଧିକାରିଣୀ ନନ୍ଦିନୀ ଶତପଥି ଙ୍କ 94 ତମ ଜୟନ୍ତୀ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଯାଇଛି l ଅଭିଯାନ ର ଅଧ୍ୟକ୍ଷ, ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥିଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଏକାମ୍ର ବିଧାୟକ ବାବୁ ସିଂ,ବିଜେପି ନେତା… Continue reading ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ନନ୍ଦିନୀଙ୍କୁ ଶ୍ରଦ୍ଧାଞ୍ଜଳି