ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ ଶୋ’

ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସକାଳୁ ପୁରୀ ରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିବା ପରେ କରିଛନ୍ତି ବିଶାଳ ରୋଡ ଶୋ’ । ପୁରୀରେ ଦେଖିବାକୁ ମିଳିଲା ମୋଦି ମ୍ୟାଜିକ । ବଡ଼ଦାଣ୍ଡ ପାଲଟିଲା ଜନ ସମୁଦ୍ର। ପ୍ରଧାନମନ୍ତ୍ରୀଙ୍କୁ ଦେଖିବାକୁ ଆଜି ସକାଳୁ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଦେଖିବାକୁ ମିଳିଥିଲା ପ୍ରବଳ ଲୋକ ଗହଳି। ଗତ ରାତିରେ ଭୁବନେଶ୍ୱରରେ ପହଞ୍ଚଥିବା ପ୍ରଧାନମନ୍ତ୍ରୀ ମୋଦି ରାଜଭବନରେ ରାତ୍ରୀ ଯାପନ କରିଥିଲେ। ଆଜି ସକାଳ ୭ଟା ସୁଦ୍ଧା ସେ… Continue reading ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ ଶୋ’

ରାଜନୀତି କରିବେ ଲୋକପ୍ରିୟ ଅଭିନେତ୍ରୀ କଙ୍ଗନା ରାଣାୱତ

ମୁଁ ନିର୍ବାଚନ ଜିତିଲେ ବଲିଉଡରେ ଆଉ କାମ କରିବିନି ବୋଲି କହିଛନ୍ତି ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ । ପୂରାପୁରି ରାଜନୀତିରେ ସକ୍ରିୟ ରହି ଲୋକଙ୍କ ପାଇଁ କାମ କରିବେ। ନିକଟରେ ଏକ ସାକ୍ଷାତକାର୍‌ରେ ଏଭଳି ଘୋଷଣା କରିଛନ୍ତି ଖୋଦ୍‌ ଅଭିନେତ୍ରୀ କଙ୍ଗନା ରାଣାୱତ । କଙ୍ଗନା ନିକଟରେ ଏକ ସାକ୍ଷାତକାର୍‌ରେ ଇସାରା କରି କହିଛନ୍ତି ଯେ, ଯଦି ସେ ନିର୍ବାଚନ ଜିତନ୍ତି ତେବେ ଧୀରେ ଧୀରେ ବଲିଉଡକୁ ବାଏ ବାଏ କହିବେ। କାରଣ ସେ କେବଳ… Continue reading ରାଜନୀତି କରିବେ ଲୋକପ୍ରିୟ ଅଭିନେତ୍ରୀ କଙ୍ଗନା ରାଣାୱତ

ଦ୍ୱାରକାରେ ବୁଡ଼ ପକାଇଲେ ମୋଦି

ଦ୍ୱାରକା: ଗୁଜରାଟର ଦ୍ୱାରକାରେ ବୁଡ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ସମୁଦ୍ର ଭିତରକୁ ଯାଇ କରିଛନ୍ତି ପୂଜାର୍ଚ୍ଚନା । ସମୁଦ୍ର ଭିତରେ ବୁଡି ରହିଥିବା ଦ୍ୱାରକା ନଗରୀ ପାଖକୁ ଯାଇ ଭଗବାନ ଶ୍ରୀକୃଷ୍ଣଙ୍କୁ ପୂଜାର୍ଚ୍ଚନା କରିଛନ୍ତି । ତାଙ୍କ ତାଙ୍କୁ ମୟୂର ପୁଛ ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କ ସମୁଦ୍ର ଭିତରେ ଏଭଳି ପୂଜା କରିବା ଫଟୋ ଏବେ ସାମ୍ନାକୁ ଆସିଛି, ଯାହା ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।କୁହାଯାଏ ଦ୍ୱାପର… Continue reading ଦ୍ୱାରକାରେ ବୁଡ଼ ପକାଇଲେ ମୋଦି