ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ଏରୋଡ୍ରୋମ୍ ପ୍ରାଇମେରୀ ସ୍କୁଲର ୧୧୪ନଂ ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏରୋଡ୍ରୋମ୍ ପ୍ରାଇମେରୀ ସ୍କୁଲର ୧୧୪ନଂ ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଣତନ୍ତ୍ରର ଏ ମହାପର୍ବରେ ସମସ୍ତ ଭୋଟର ନିଜ ମତଦାନ ଅଧିକାର ସାବସ୍ତ୍ୟ କରିବାକୁ ସେ ଅପିଲ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରଭୁ ଜଗନ୍ନାଥ ଏବଂ ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ପୁଣିଥରେ ବିଜୁ ଜନତା ଦଳ ଏକ ସ୍ଥିର ସରକାର ଦେବ । ବିଜେଡି… Continue reading ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁରେ ନବୀନ

ହିଞ୍ଜିଳିକାଟୁ: ହିଞ୍ଜିଳିକାଟୁରେ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିରେ ଜନସାଧାରଣଙ୍କୁ ସମ୍ବୋଧନ କରି କହିଛନ୍ତି, ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ଚିର ଋଣୀ। ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର। ଏ ପାଇଁ ଶେଷ ଯାଏ କାମ କରି ଚାଲିବି। ଏହା ପରେ ଶେରଗଡ଼ରେ ମାରାଥନ ଜନସମାବେଶ କରିବେ। ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରଣ ହେବ। ୨୦୩୬ ସୁଦ୍ଧା… Continue reading ହିଞ୍ଜିଳିକାଟୁରେ ନବୀନ