ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ନୃତ୍ୟଶିଳ୍ପୀମାନଙ୍କ ଦ୍ବାରା ସମ୍ବଲପୁରୀ ନୃତ୍ୟ ପରିବେଷଣ

ଜଳେଶ୍ବର: ଜଳେଶ୍ବରର ନାମ୍ପୋ ସ୍ଥିତ ଶ୍ରୀ ଜଗନ୍ନାଥ ସଂସ୍କୃତି ସୁରକ୍ଷା ମଞ୍ଚ ପରିଚାଳନା କମିଟି ଦ୍ଵାରା ରଥଯାତ୍ରା ମହୋତ୍ସବ ର ଅଷ୍ଟମ ସନ୍ଧ୍ୟାରେ , ଭୁବନେଶ୍ୱରର ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟଅନୁଷ୍ଠାନର ନୃତ୍ୟଶିଳ୍ପୀମାନଙ୍କ ଦ୍ବାରା ଚିତ୍ତାକର୍ଷକ ସମ୍ବଲପୁରୀ ନୃତ୍ୟ ପରିବେଷଣ ହୋଇଥିଲା , ଯାହାକୁ ଉପସ୍ଥିତ ଦର୍ଶକମାନେ ଭରପୁର ଉପଭୋଗ କରିଥିଲେ । ସେମାନେ ପରିବେଷଣ କରିଥିଲେ , ରସରକେଲି , ଆମେ ସମଲପୁରିଆ ଫୁଲ , ମହନି ଲାଗିଛି, ଗୁଞ୍ଜୁରୁ ଗୁଞ୍ଜା ଇତ୍ୟାଦି ପରିବେଷଣ କରିଥିଲେ। ଅନୁଷ୍ଠାନର… Continue reading ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ନୃତ୍ୟଶିଳ୍ପୀମାନଙ୍କ ଦ୍ବାରା ସମ୍ବଲପୁରୀ ନୃତ୍ୟ ପରିବେଷଣ

ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ଦ୍ଵାରା ଗ୍ରୀଷ୍ମକାଳୀନ କର୍ମଶାଳା

ଭୁବନେଶ୍ୱର: ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ଦ୍ଵାରା ଚଳିତ ମାସ ୧ତାରିଖ ଠାରୁ ୧୦ତାରିଖ ପର୍ଯ୍ୟନ୍ତ (୧୦ଦିନ ଧରି) ଗ୍ରୀଷ୍ମକାଳୀନ କର୍ମଶାଳା ଆୟୋଜିତ ହୋଇଥିଲା। ଏହାର ଉଦଯାପନୀ ସନ୍ଧ୍ୟାରେ ଅତିଥି ଭାବେ ଯୋଗଦେଇଥିଲେ ଓଡ଼ିଶୀ ନୃତ୍ୟ ଗୁରୁ ଭରତ ଚରଣ ଗିରି , Vocalist & Examiner ଦିବ୍ୟ ରଞ୍ଜନ ପଟ୍ଟନାୟକ , ଓଡ଼ିଶୀ exponent ମମତା ଶତପଥୀ ଏବଂ ବିଶିଷ୍ଠ କଣ୍ଠଶିଳ୍ପୀ ଅପର୍ଣ୍ଣା ତ୍ରିପାଠୀ। ଅତିଥିମାନେ ଓଡ଼ିଶୀ ନୃତ୍ୟକୁ ନେଇ ବହୁ ମୂଲ୍ୟବାନ କଥା ପିଲାମାନଙ୍କୁ… Continue reading ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ଦ୍ଵାରା ଗ୍ରୀଷ୍ମକାଳୀନ କର୍ମଶାଳା