ବଜ୍ରାଘାତରେ ପ୍ରାଣ ହରାଇଲେ ଧର୍ମପରାୟଣ ବ୍ୟକ୍ତି ହରିହର

ଭୂବନ: ବଜ୍ରାଘାତରେ ଚାଲିଗଲା ହରିହରଙ୍କ ଜୀବନ । ଆଜି ଓଡ଼ିଶ ଗ୍ରାମର ହରିହର ନାମ ଜଣେ ବ୍ୟକ୍ତି ନିଜ ଚାଷ କ୍ଷେତ୍ରକୁ ଯାଇଥିବାବେଳେ ସେହି ସମୟରେ ବଜ୍ରାଘାତ ମାରିବାରୁ ସେ ଗୁରୁତର ହୋଇପଡ଼ିଥିଲେ । ତାଙ୍କୁ ଗୁୁରୁତର ଅବସ୍ଥାରେ ସ୍ଥାନୀୟ ଅଂଚଳ ଭୂବନ ଡାକତରଖାନରେ ଭର୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡିଛି । ହରିହର ନିଜ ଗ୍ରାମ ତଥା ଆଖପାଖ ଅଂଚଳରେ ଜଣେ ଜଣାଶୁଣା ଧର୍ମପରାୟଣ ବ୍ୟକ୍ତି ଭାବେ ପରିଚିତ… Continue reading ବଜ୍ରାଘାତରେ ପ୍ରାଣ ହରାଇଲେ ଧର୍ମପରାୟଣ ବ୍ୟକ୍ତି ହରିହର

ଆଗାମୀ ୫ ଦିନ ପ୍ରବଳ ବର୍ଷା!

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଉ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସତର୍କ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଝାରସୁଗୁଡ଼ା, ଅନୁଗୋଳ, ନୟାଗଡ଼, ସମ୍ୱଲପୁର, ବରଗଡ଼, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି,… Continue reading ଆଗାମୀ ୫ ଦିନ ପ୍ରବଳ ବର୍ଷା!