ସଶକ୍ତ ଓଡିଶାର ପ୍ରସ୍ତାବକୁ ସରକାର ଙ୍କ ସମ୍ମତି ( ଗୋ ପାଳନକୁ ମିଳିବ ପ୍ରତ୍ସାହନ)

ଭୁବନେଶ୍ୱର: ମହିଳା ସଶକ୍ତିକରଣ, ଗୋପାଳନ,ଗୋ ସମବାୟ ସମିତି ଗଠନ, ଆତ୍ମ ନିଯୁକ୍ତି ପ୍ରମୁଖ ଉପରେ ଦୀର୍ଘବର୍ଷ ଧରି କାର୍ଯ୍ୟ କରିବା ସହିତ କୃଷି ଓ କୃଷକଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ ସାମାଜିକ ଅନୁଷ୍ଠାନ ସଶକ୍ତ ଓଡିଶା କାର୍ଯ୍ୟକ୍ରମ କରିବା ସହିତ ସଚେତନତା ମୂଳଳ ପ୍ରଶିକ୍ଷଣ ପ୍ରଦାନ କରି ଆସୁଥିଲା l ଗୋପାଳନ କୁ ପ୍ରତ୍ସାହନ କରିବା ସହିତ,ଗୋ ସମବାୟ ସମିତି ପଞ୍ଜିକରଣ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଙ୍କୁ ଅନୁଷ୍ଠାନ ପକ୍ଷରୁ ଅନୁରୋଧ କରାଯାଇ… Continue reading ସଶକ୍ତ ଓଡିଶାର ପ୍ରସ୍ତାବକୁ ସରକାର ଙ୍କ ସମ୍ମତି ( ଗୋ ପାଳନକୁ ମିଳିବ ପ୍ରତ୍ସାହନ)

ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ର 2ୟ ‘ଓଡିଶା ଆଚିଭର୍ସ ଆୱାର୍ଡ ୨୦୨୪’ ଅନୁଷ୍ଠିତ

Bhubaneswar: ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ଦ୍ୱାରା ଆୟୋଜିତ ଦ୍ଵିତୀୟ ଆଚିଭର୍ସ ଆୱାର୍ଡ ଉତ୍ସବ ସ୍ଥାନୀୟ ପଦ୍ମଜା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି l ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ଓଡିଶାର ୩୦ ଜଣ ପ୍ରତିଭାଧାରୀଙ୍କୁ ସମ୍ମାନିତ କରିବା ପାଇଁ ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ‘ଓଡିଶା ଆଚିଭର୍‌‌ ୨୦୨୪’ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଏହା ପୂର୍ବରୁ ରାଜ୍ୟର ବିଶିଷ୍ଟ ଶିଳ୍ପପତି ତଥା ଉଦ୍ୟୋଗପତିଙ୍କୁ ନେଇ ଏହି ଟ୍ରଷ୍ଟ ‘ଓଡିଶା ଷ୍ଟେଟ୍‌‌ ବିଜନେସ୍‌‌ ଆୱାର୍ଡ ଆରମ୍ଭ କରିଥିଲା।… Continue reading ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ର 2ୟ ‘ଓଡିଶା ଆଚିଭର୍ସ ଆୱାର୍ଡ ୨୦୨୪’ ଅନୁଷ୍ଠିତ

ଆଜି ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ। ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ ଅର୍ଡର ଅଫ୍… Continue reading ଆଜି ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଓଟିଡିସି ଅଧ୍ୟକ୍ଷ ଲେନିନ୍‌ ମହାନ୍ତି ଇସ୍ତଫା ଦେଲେ

ଭୁବନେଶ୍ୱର: ଓଡ଼ିଶା ପର୍ୟ୍ୟଟନ ଉନ୍ନୟନ ନିଗମ(ଓଟିଡିସି)ର ଅଧ୍ୟକ୍ଷ ତଥା ବିଜୁ ଜନତା ଦଳର ମୁଖପାତ୍ର ଲେନିନ୍‌ ମହାନ୍ତି ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ୨୦୨୨ରେ ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇଥିଲେ। ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ ସେ ଓଟିଡିସି ଅଧ୍ୟକ୍ଷ ଗତକାଲି (ଶୁକ୍ରବାର) ପଦରୁ ଇସ୍ତଫା ଦେଇଛନ୍ତି। ଏ ନେଇ ମହାନ୍ତି କହିଛନ୍ତି, ସରକାର ପରିବର୍ତ୍ତନ ହେବା ଏକ ସ୍ବାଭାବିକ ପ୍ରକ୍ରିୟା। ଏହା ସହ ଆମ ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରରେ ଏକ ରୂପାନ୍ତରୀକରଣ ହେବା… Continue reading ଓଟିଡିସି ଅଧ୍ୟକ୍ଷ ଲେନିନ୍‌ ମହାନ୍ତି ଇସ୍ତଫା ଦେଲେ

ଆସନ୍ତାକାଲି ଦେଶରେ ଷଷ୍ଠ ପର୍ୟ୍ୟାୟ ଭୋଟ୍

ଆସନ୍ତାକାଲି ଦେଶରେ ମୋଟ୍ ୫୮ଟି ଲୋକସଭା ଆସନ ଲାଗି ମତଦାନ କରିବେ ଭୋଟର । ଆସନ୍ତାକାଲି ଦେଶରେ ଷଷ୍ଠ ପର୍ୟ୍ୟାୟରେ ଆଠ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ମତଦାନ ହେବ। ଭୋଟିଂ ପ୍ରକ୍ରିୟା ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏ ଚାଲିବ । ମୋଟ୍ ୫୮ଟି ଲୋକସଭା ଆସନ ଲାଗି ମତଦାଧିକାର ସାବ୍ୟସ୍ତ କରିବେ ଭୋଟର । ଏହି ପର୍ୟ୍ୟାୟରେ ବିହାରର ୮, ପଶ୍ଚିମବଙ୍ଗର ୮, ଉତ୍ତର ପ୍ରଦେଶର ୧୪, ଜମ୍ମୁ ଓ କଶ୍ମୀରର… Continue reading ଆସନ୍ତାକାଲି ଦେଶରେ ଷଷ୍ଠ ପର୍ୟ୍ୟାୟ ଭୋଟ୍

୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ; ୨୪ରେ ଅବପାତ ସମ୍ଭାବନା

ଭୁବନେଶ୍ୱର: ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ୨୪ ତାରିଖରେ ଅବପାତ ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବ ଓଡ଼ିଶା ଉପରେ କେବେ ପଡ଼ିବ ଓ… Continue reading ୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ; ୨୪ରେ ଅବପାତ ସମ୍ଭାବନା

ରାଜନୀତି କରିବେ ଲୋକପ୍ରିୟ ଅଭିନେତ୍ରୀ କଙ୍ଗନା ରାଣାୱତ

ମୁଁ ନିର୍ବାଚନ ଜିତିଲେ ବଲିଉଡରେ ଆଉ କାମ କରିବିନି ବୋଲି କହିଛନ୍ତି ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ । ପୂରାପୁରି ରାଜନୀତିରେ ସକ୍ରିୟ ରହି ଲୋକଙ୍କ ପାଇଁ କାମ କରିବେ। ନିକଟରେ ଏକ ସାକ୍ଷାତକାର୍‌ରେ ଏଭଳି ଘୋଷଣା କରିଛନ୍ତି ଖୋଦ୍‌ ଅଭିନେତ୍ରୀ କଙ୍ଗନା ରାଣାୱତ । କଙ୍ଗନା ନିକଟରେ ଏକ ସାକ୍ଷାତକାର୍‌ରେ ଇସାରା କରି କହିଛନ୍ତି ଯେ, ଯଦି ସେ ନିର୍ବାଚନ ଜିତନ୍ତି ତେବେ ଧୀରେ ଧୀରେ ବଲିଉଡକୁ ବାଏ ବାଏ କହିବେ। କାରଣ ସେ କେବଳ… Continue reading ରାଜନୀତି କରିବେ ଲୋକପ୍ରିୟ ଅଭିନେତ୍ରୀ କଙ୍ଗନା ରାଣାୱତ

ଲୋକର୍ପିତ ହେଲା ୱେବ ପୋର୍ଟାଲ ଏଭିନିୟୁଜ୨୪.ଇନ

ଭୁବନେଶ୍ୱର: ସ୍ଥାନୀୟ ପୁରୁଣା ଭୁବନେଶ୍ୱରସ୍ଥିତ ଡାକବଙ୍ଗଳା ଛକ କାର୍ଯ୍ୟାଳୟରେ ୱେବ୍ ପୋର୍ଟାଲ ଗଣମାଧ୍ୟମ ଏଭି ନିୟୁଜ୨୪.ଇନ ଲୋକାର୍ପିତ ହୋଇଯାଇଛି । ଏହି ଲୋକର୍ପିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ସୁଜ୍ଞାନ ଚୌଧୁରୀ ଉପସ୍ଥିତ ରହିଥିବାବେଳେ ସମ୍ମାନିତ ଅତିଥି ଭାବେ ସାରଦା ପ୍ରସାଦ କର, ସାମାଜିକ କର୍ମୀ ପଦ୍ମ ଚରଣ ମହାପାତ୍ରଙ୍କ ସହ ଅନ୍ୟ ମାନ୍ୟଗଣ୍ୟ ଅତିଥିମାନେ ଉପସ୍ଥିତ ରହିବ ସହିତ ସତ୍ୟ, ନିରପେକ୍ଷ ଖବର ସହ ସମ୍ବିଧାନକୁ ପାଳନ ପୂର୍ବକ କାର୍ଯ୍ୟ କରିବାକୁ ମତବ୍ୟକ୍ତ… Continue reading ଲୋକର୍ପିତ ହେଲା ୱେବ ପୋର୍ଟାଲ ଏଭିନିୟୁଜ୨୪.ଇନ

ଡ଼କ୍ଟର ତନ୍ମୟ ତ୍ରିପାଠୀଙ୍କ ଦ୍ଵାରା ଅଂଶୁଘାତ ସତର୍କତା କାର୍ଯ୍ୟକ୍ରମ

ବାଳକାଟୀ: ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ବାଳକାଟୀ ଠାରେ ଡ଼କ୍ଟର ତନ୍ମୟ ତ୍ରିପାଠୀ ଙ୍କ ଦ୍ଵାରା ଅଂଶୁଘାତ ନହେବା ପାଇଁ କିପରି ସତର୍କତା ଅବଲମ୍ବନ କରିବା ସେହି ସମ୍ପର୍କେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | CHO, ANM ଆଶା, ଅଙ୍ଗନବାଡି କର୍ମୀ,ସୁପରଭାଇଜର ଉପସ୍ଥିତ ଥିଲେ ଅଂଶୁଘାତ ବିଷୟରେ ସମ୍ପୂର୍ଣ ଆଲୋଚନା କରାଗଲା ଓ ସବୁ GPS center ରେ ORS ଓ ମାଟି ହାଣ୍ଡି ରେ କ୍ଲୋରିନ ମିଶେଇ ବାଟୋଇ ଙ୍କୁ ଦିଆଯିବ | ଅଂଶୁଘାତ ରୋଗୀ ଦେଖିଲେ… Continue reading ଡ଼କ୍ଟର ତନ୍ମୟ ତ୍ରିପାଠୀଙ୍କ ଦ୍ଵାରା ଅଂଶୁଘାତ ସତର୍କତା କାର୍ଯ୍ୟକ୍ରମ

ରାଜ୍ୟରେ ଘୋଷଣା ହେଲା ଆଉ ୨୨ ନୂଆ NAC

ରାଜ୍ୟରେ ଆଉ ନୂଆ ୨୨ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ବା ଏନଏସି ଘୋଷଣା ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ ଜିଲ୍ଲାର ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଘୋଷଣା କରିଛନ୍ତି। ସେଗୁଡ଼ିକ ହେଲା ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି। ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ୱରର ବାଲିଆପାଳ ଓ ଖଇରା, ଭଦ୍ରକରଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓମଦନପୁର ରାମପୁର, ଖୋର୍ଦ୍ଧାର… Continue reading ରାଜ୍ୟରେ ଘୋଷଣା ହେଲା ଆଉ ୨୨ ନୂଆ NAC