ମାର୍ଚ୍ଚ ପହିଲାରୁ ରାଜ୍ୟର ପଶ୍ଚିମା ଝଡ

ଭୁବନେଶ୍ୱର: ପାଣିପାଗ ବିଭାଗର ଆକଳନ ଅନୁସାରେ ମାର୍ଚ୍ଚ ପହିଲାରୁ ରାଜ୍ୟର ପଶ୍ଚିମା ଝଡର ପ୍ରଭାବ ଦେଖାଯିବ । ପାଣିପାଗ ବିଭାଗର ଆକଳନ ଅନୁସାରେ ଉପରମୁହାଁ ହେବ ପାରଦ । ଉଭୟ ଦିନ ଓ ରାତିରେ ତାପମାତ୍ରା ବୃଦ୍ଧି ପାଇବ । ଆଗାମୀ ୪ ଦିନ ଯାଏଁ ପ୍ରାୟ ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା । ୪୦ ଡିଗ୍ରୀ ତାତିରେ ଆଉଟ ପାଉଟ ହେବ ଓଡିଶା । ତେବେ ମାର୍ଚ୍ଚ ମାସ ଆରମ୍ଭରୁ ଏଭଳି ତାପମାତ୍ରା ବୃଦ୍ଧି… Continue reading ମାର୍ଚ୍ଚ ପହିଲାରୁ ରାଜ୍ୟର ପଶ୍ଚିମା ଝଡ

ବୀରମହାରାଜପୁର ଏନ୍ଏସି ଘୋଷିତ

ଭୁବନେଶ୍ୱର: ରାଜ୍ୟ ସରକାର ରବିବାର ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ଭାବେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶନିବାର ୫ଟି ନୂଆ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟରେ ଘୋଷଣା କରିଥିଲେ । ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ରେ ପହଞ୍ଚିଛି । ବୀରମହାରାଜପୁରକୁ ଏନ୍ଏସି ମାନ୍ୟତା ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ… Continue reading ବୀରମହାରାଜପୁର ଏନ୍ଏସି ଘୋଷିତ