ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ବାଲିଅନ୍ତା: ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ବାଳକାଟି ଠାରେ ଥିବା ଶ୍ରୀକନଭେନେସନ୍ ମଣ୍ଡପରେ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଶିକ୍ଷା ଜଗତରେ ବିଦ୍ୟାର୍ଥୀ, ଆଦର୍ଶ ଶିକ୍ଷକ ଓ ଆଦର୍ଶ ଶିକ୍ଷା ଅନୁଷ୍ଠାନ ମାନଙ୍କୁ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହାର ମୁଖ୍ୟ ଲକ୍ଷ୍ୟ ବିଦ୍ୟାର୍ଥୀମାନେ ଯେଉଁ ଭଳି ନିଜର ଏକାଗ୍ରତା ନିଷ୍ଠାପର ଅଧ୍ୟୟନରେ ଅନ୍ୟବିଦ୍ୟାର୍ଥି ମାନଙ୍କୁ ପଛରେ ପକାଇ ସଫଳତା ଲାଭ କରିଛନ୍ତି ତାଙ୍କର ପରିଶ୍ରମକୁ… Continue reading ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୮ତମ ସ୍ୱାଧୀନତା ଦିବସ ପାଳିତ

ଭୂବନ: ଆଜି ସାରା ଦେଶରେ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ଏହି ଅବସରରେ ପ୍ରତ୍ୟେକ ସ୍କୁଲ୍, କଲେଜ, ସଂଗଠନ ଏବଂ କାର୍ଯ୍ୟାଳୟରେ ମଧ୍ୟ ଆନନ୍ଦ ଉଲ୍ଲାସର ସହକାରେ ଜାତୀୟ ପତାକା ଉତୋଳନ କରାଯିବା ସହ ସ୍ୱାଧୀନତା ଦିବସ ପାଳନ କରାଯାଇଥିବା ଦେଖିବାକୁ ମିଳିଛି । ଏହି ଅବସରରେ ଢ଼େଙ୍କାନାଳ ଜିଲ୍ଲା ଭୂବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମପଂଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମସ୍ତ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଗହଣରେ ୭୮ତମ ସ୍ୱାଧୀନତା ଦିବସ ପାଳନ… Continue reading ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୮ତମ ସ୍ୱାଧୀନତା ଦିବସ ପାଳିତ