ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ଏରୋଡ୍ରୋମ୍ ପ୍ରାଇମେରୀ ସ୍କୁଲର ୧୧୪ନଂ ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏରୋଡ୍ରୋମ୍ ପ୍ରାଇମେରୀ ସ୍କୁଲର ୧୧୪ନଂ ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଣତନ୍ତ୍ରର ଏ ମହାପର୍ବରେ ସମସ୍ତ ଭୋଟର ନିଜ ମତଦାନ ଅଧିକାର ସାବସ୍ତ୍ୟ କରିବାକୁ ସେ ଅପିଲ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରଭୁ ଜଗନ୍ନାଥ ଏବଂ ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ପୁଣିଥରେ ବିଜୁ ଜନତା ଦଳ ଏକ ସ୍ଥିର ସରକାର ଦେବ । ବିଜେଡି… Continue reading ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ରାଜନୀତି କରିବେ ଲୋକପ୍ରିୟ ଅଭିନେତ୍ରୀ କଙ୍ଗନା ରାଣାୱତ

ମୁଁ ନିର୍ବାଚନ ଜିତିଲେ ବଲିଉଡରେ ଆଉ କାମ କରିବିନି ବୋଲି କହିଛନ୍ତି ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ । ପୂରାପୁରି ରାଜନୀତିରେ ସକ୍ରିୟ ରହି ଲୋକଙ୍କ ପାଇଁ କାମ କରିବେ। ନିକଟରେ ଏକ ସାକ୍ଷାତକାର୍‌ରେ ଏଭଳି ଘୋଷଣା କରିଛନ୍ତି ଖୋଦ୍‌ ଅଭିନେତ୍ରୀ କଙ୍ଗନା ରାଣାୱତ । କଙ୍ଗନା ନିକଟରେ ଏକ ସାକ୍ଷାତକାର୍‌ରେ ଇସାରା କରି କହିଛନ୍ତି ଯେ, ଯଦି ସେ ନିର୍ବାଚନ ଜିତନ୍ତି ତେବେ ଧୀରେ ଧୀରେ ବଲିଉଡକୁ ବାଏ ବାଏ କହିବେ। କାରଣ ସେ କେବଳ… Continue reading ରାଜନୀତି କରିବେ ଲୋକପ୍ରିୟ ଅଭିନେତ୍ରୀ କଙ୍ଗନା ରାଣାୱତ