ଓଡିଶା ଅଭିଭାବକ ମହାସଂଘର ଶିକ୍ଷା ଅଧିକାର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଭୁବନେଶ୍ୱର: ଓଡିଶା ଅଭିଭାବକ ମହାସଂଘର ଶିକ୍ଷା ଅଧିକାର ପ୍ରଶିକ୍ଷଣ ଶିବିର ଆଜି ୟୁନିଟ 6 ସ୍ଥିତ ନେତାଜୀ ଭବନରେ ଅନୁଷ୍ଠିତ ହୋଇ ଯାଇଛି l ଓଡିଶା ଅଭିଭାବକ ମହାସଂଘ ର ଶିକ୍ଷା ଅଧିକାର ଅଭିଭାବକ ସଙ୍ଘ କର୍ମକର୍ତ୍ତାଙ୍କୁ ନେଇ ଏହି ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଇଥିଲା l ଶିକ୍ଷା ଅଧିକାର ଆଇନ ବା ଆର ଟି ଇ ଅନୁଯାଇ କିପରି ଅଧିକରୁ ଅଧିକ ପିଲା ତାଙ୍କର ନ୍ୟାର୍ଯ୍ୟ ଶିକ୍ଷାଗତ ଅଧିକାର ପ୍ରାପ୍ତି କରିପାରିବେ ତାହା ଉପରେ ପ୍ରଶିକ୍ଷିତ… Continue reading ଓଡିଶା ଅଭିଭାବକ ମହାସଂଘର ଶିକ୍ଷା ଅଧିକାର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଓଡିଶା ଅଭିଭାବକ ମହାସଂଘର ଶିକ୍ଷା ଅଧିକାର ସମ୍ମେଳନ ଉଦଘାଟିତ

ଭୁବନେଶ୍ୱର: ଆଜି ଓଡିଶା ଅଭିଭାବକ ମହାସଂଘ ତରଫରୁ ଗୀତଗୋବିନ୍ଦ ସଦନ ଠାରେ “ଶିକ୍ଷା ଅଧିକାର ସମ୍ମେଳନ” ଅନୁଷ୍ଠିତ ହୋଇଯାଇଛି l ଦେଶରେ 2005 ମସିହାରେ ପ୍ରଥମେ ଶିକ୍ଷା ଅଧିକାର ଆଇନ ପାଇଁ ଡ୍ରାଫ୍ଟ ପ୍ରସ୍ତୁତ ଆରମ୍ଭ ହୋଇ 2009 ମସିହାରେ ସ୍ୱତନ୍ତ୍ର ଶିକ୍ଷା ଅଧିକାର ଆଇନ ଆସିଲା ଓ 2010 ମସିହାରେ ଏହା କାର୍ଯ୍ୟକାରୀ ହେଲା l ଏହି ଆଇନର ମୁଖ୍ୟଲକ୍ଷ୍ୟ ଥିଲା ଶିଶୁକୁ ତାର ନ୍ୟାର୍ଯ୍ୟ ଶିକ୍ଷାଗତ ଅଧିକାର ପ୍ରଦାନ କରି ତା ନିକଟରେ ଗୁଣାତ୍ମକ… Continue reading ଓଡିଶା ଅଭିଭାବକ ମହାସଂଘର ଶିକ୍ଷା ଅଧିକାର ସମ୍ମେଳନ ଉଦଘାଟିତ

You cannot copy content of this page