ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଛାତ୍ରୀଙ୍କ ପାସ୍‌ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୩୯% ରହିଛି। ୩୦ ଜିଲା ମଧ୍ୟରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ପାସ୍‌ ହାର ୯୭.୯୮% ରହିଥିବା ବେଳେ ନୂଆପଡ଼ା ଜିଲାରେ ସର୍ବନିମ୍ନ ପାସ୍‌ ହାର ୯୩.୯୧% ରହିଛି। ଛାତ୍ରୀଛାତ୍ର ବୋର୍ଡ ଓ୍ବେବ୍‌ସାଇଟ୍‌, ଏସ୍‌ଏମ୍‌ଏସ୍‌ ସହ ହ୍ବାଟ୍‌ସଆପ୍‌ ଜରିଆରେ ପରୀକ୍ଷାଫଳ ଜାଣିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି… Continue reading ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

୨୬ରେ ମାଟ୍ରିକ ରେଜଲ୍ଟ

ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ । ୧୧ଟା ୩୦ ସୁଦ୍ଧା ୱେବସାଇଟ୍‌ରେ ରେଜଲ୍ଟ ମିଳିବ । ଇଣ୍ଟରନେଟ୍‌ ସୁବିଧା ନ ଥିଲେ ଏସ୍‌ଏମ୍‌ଏସ୍‌ରେ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ। ଏଥିସହ ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ ନେଇ ସୂଚନା ଦେଲେ ବୋର୍ଡ ସଭାପତି ।

You cannot copy content of this page