ଆର ପାରିରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

ଭୁବନେଶ୍ୱର: ଗତ କିଛି ଦିନ ହେବ ସେ ଲିଭର ସିରୋସିସ୍ ରୋଗରେ ପୀଡିତ ହୋଇ ଚିକିସôିତ ହେଉଥିଲେ । ସେ ୬୬ବର୍ଷ ବୟସରେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅତି ଗୁରୁତର ହେବାରୁ ତାଙ୍କୁ ଗତ କିଛି ଦିନ ତଳେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ଚିକିସôା ନିମନ୍ତେ । ସେ ଆଇସିୟୁରେ ଚିକିସôାଧିନ ଅବସ୍ଥାରେ ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯିବା ଯୋଗୁ ତାଙ୍କୁ ଏୟାର ଲିପ୍ଟ… Continue reading ଆର ପାରିରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

You cannot copy content of this page