ରାଉରକେଲା: ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ଇଣ୍ଡିଆୱାନ୍ ଏୟାର ର ଏକ ୯-ସିଟର ବିମାନ ଶନିବାର ଦିନ ରାଉରକେଲା ବିମାନବନ୍ଦରରୁ ପ୍ରାୟ ୧୫–୨୦ କିଲୋମିଟର ଦୂର ଜଲଦା ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବୈଷୟିକ ତ୍ରୁଟି ଯୋଗୁଁ ଉଡାଣ ସମୟରେ ପାଇଲଟ୍ ଙ୍କୁ ‘ମେଡେ’ ସଙ୍କେତ ଦେବା ପରେ ବିମାନଟିକୁ ବାଧ୍ୟ ହୋଇ ଜରୁରୀ ଅବତରଣ କରିବାକୁ ପଡ଼ିଥିଲା। ସୂଚନା ଅନୁସାରେ, ବିମାନଟି ଦିନ ୧୨ଟା ୨୫ ମିନିଟ୍ରେ ଭୁବନେଶ୍ୱରରୁ ଉଡାଣ ଆରମ୍ଭ କରିଥିଲା। ବିମାନରେ ୨ ଜଣ ପାଇଲଟ୍—… Continue reading ଇଣ୍ଡିଆୱାନ୍ ଏୟାର ବିମାନ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ଓ କ୍ରିଉ ମେମ୍ବର
ଇଣ୍ଡିଆୱାନ୍ ଏୟାର ବିମାନ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ଓ କ୍ରିଉ ମେମ୍ବର