କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ (ACS) ପାହ୍ୟାକୁ ପଦୋନ୍ନତି ମିଳିଛି। ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ନିୟମ ୨୦୨୬ ଜାନୁଆରୀ ୧ ତାରିଖରୁ ଲାଗୁ ହେବ। ପଦୋନ୍ନତି ପରେ ମଧ୍ୟ ସେ କୃଷି ବିଭାଗର ପ୍ରମୁଖ ସଚିବ ଓ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ଭାବେ… Continue reading ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟା ପଦୋନ୍ନତି
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟା ପଦୋନ୍ନତି