ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଆଶା କର୍ମୀମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶା କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଆଶା କର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୪୯,୫୨୨ ଆଶା କର୍ମୀ ଉପକୃତ ହେବେ । ଏହି ନୂତନ ଘୋଷଣା ଅନୁଯାୟୀ, ଆଶା କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେବା ନିବୃତ୍ତି ସମୟରେ… Continue reading ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଆଶା କର୍ମୀମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି

You cannot copy content of this page