ଓଡିଶା ଉଦ୍ୟୋଗୀ ପରିବାର ପକ୍ଷରୁ “ଆସ ଉଦ୍ୟୋଗୀ ହେବା “ଶୀର୍ଷକ ଆଲୋଚନା

ଭୁବନେଶ୍ୱର: ସ୍ଥାନୀୟ ୟୁନିଟ 9 ଠାରେ ଥିବା ବୁଦ୍ଧମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାର ପକ୍ଷରୁ ମାସିକ ସମୀକ୍ଷା ବୈଠକ ଓ “ଆସ ଉଦ୍ୟୋଗୀ ହେବା “ଶୀର୍ଷକ ଆଲୋଚନାଚକ୍ର ସଂଯୋଜକ ଶ୍ରୀକାନ୍ତ ସାହୁ ଓ ସଭାପତି, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡିଆଇସି ର ପୂର୍ବତନ ପ୍ରବନ୍ଧକ ଅମୁଲ୍ୟ କୁମାର ପଣ୍ଡା, ସମ୍ମାନିତ ଅତିଥି ଭାବେ ବରିଷ୍ଠ ଶିଳ୍ପପତି ସୁଶାନ୍ତ କୁମାର… Continue reading ଓଡିଶା ଉଦ୍ୟୋଗୀ ପରିବାର ପକ୍ଷରୁ “ଆସ ଉଦ୍ୟୋଗୀ ହେବା “ଶୀର୍ଷକ ଆଲୋଚନା

ରାଜ୍ୟସ୍ତରୀୟ ଆଦିଶଙ୍କର ଜୟନ୍ତୀରେ ପ୍ରଦୁ୍ୟମ୍ନ ଶତପଥୀ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୨.୫ : ଆଦିଶଙ୍କର ବେଦାନ୍ତ ପ୍ରତିଷ୍ଠାନମ୍ ପକ୍ଷରୁ ରାଜ୍ୟସ୍ତରୀୟ ଭଗବତପାଦ ଆ•ର୍ଯ୍ୟ ଆଦିଶଙ୍କରଙ୍କ ଜୟନ୍ତୀ ଉତ୍ସବ ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ବୁଦ୍ଧମନ୍ଦିର ସଭାଗୃହରେ ଅନୁଷ୍ଠାନର ଅଧ୍ୟକ୍ଷ, ପୂର୍ବତନ କୁଳପତି ନରେନ୍ଦ୍ର କୁମାର ମିଶ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ପୂର୍ବତନ ପ୍ରଶାସକ ସହଦେବ ଜୟସିଂହ କହିଲେ ଯେ, ଆଜି ମଧ୍ୟ ଭଗବତ ପାଦ ଆଦିଶଙ୍କରଙ୍କ ଜନ୍ମକାଳକୁ ନେଇ ଅନେକଙ୍କ ମନରେ ସନେ୍ଦହ ରହିଛି । ଏ ବିଷୟରେ ବିଶିଷ୍ଟ… Continue reading ରାଜ୍ୟସ୍ତରୀୟ ଆଦିଶଙ୍କର ଜୟନ୍ତୀରେ ପ୍ରଦୁ୍ୟମ୍ନ ଶତପଥୀ ସମ୍ବର୍ଦ୍ଧିତ

ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ର 2ୟ ‘ଓଡିଶା ଆଚିଭର୍ସ ଆୱାର୍ଡ ୨୦୨୪’ ଅନୁଷ୍ଠିତ

Bhubaneswar: ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ଦ୍ୱାରା ଆୟୋଜିତ ଦ୍ଵିତୀୟ ଆଚିଭର୍ସ ଆୱାର୍ଡ ଉତ୍ସବ ସ୍ଥାନୀୟ ପଦ୍ମଜା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି l ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ଓଡିଶାର ୩୦ ଜଣ ପ୍ରତିଭାଧାରୀଙ୍କୁ ସମ୍ମାନିତ କରିବା ପାଇଁ ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ‘ଓଡିଶା ଆଚିଭର୍‌‌ ୨୦୨୪’ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଏହା ପୂର୍ବରୁ ରାଜ୍ୟର ବିଶିଷ୍ଟ ଶିଳ୍ପପତି ତଥା ଉଦ୍ୟୋଗପତିଙ୍କୁ ନେଇ ଏହି ଟ୍ରଷ୍ଟ ‘ଓଡିଶା ଷ୍ଟେଟ୍‌‌ ବିଜନେସ୍‌‌ ଆୱାର୍ଡ ଆରମ୍ଭ କରିଥିଲା।… Continue reading ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ର 2ୟ ‘ଓଡିଶା ଆଚିଭର୍ସ ଆୱାର୍ଡ ୨୦୨୪’ ଅନୁଷ୍ଠିତ

You cannot copy content of this page