ଜାତୀୟ ସେବା ଯୋଜନା ପକ୍ଷରୁ ସଡ଼କ ନିରାପତା ଓ ପ୍ରଶିକ୍ଷଣ ଶିବିର ଉଦଯାପିତ

ଢେଙ୍କାନାଳ, ୨୭ା୧: ଢେଙ୍କାନାଳ ସ୍ୱୟଂଶାସିତ ମହାବିଦ୍ୟାଳୟ ଓ ଢେଙ୍କାନାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ, ସୋମବାର ସଡ଼କ ନିରାପତା ଉପରେ ଏକ ଦିବସୀୟ ଶିବିରର ଆୟୋଜନ କରାଯାଇଥିଲା । ଢେଙ୍କାନାଳ ସ୍ୱୟଂଶାସିତ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର ରବର୍ଟ ଉଇଲସନ୍ ଭତ୍ରା ଓ ଢେଙ୍କାନାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରିଣୀ ବିଦୁସି ମଧୁସ୍ମିତାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ମହାବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ତଥା ଜାତୀୟ… Continue reading ଜାତୀୟ ସେବା ଯୋଜନା ପକ୍ଷରୁ ସଡ଼କ ନିରାପତା ଓ ପ୍ରଶିକ୍ଷଣ ଶିବିର ଉଦଯାପିତ

You cannot copy content of this page