ସ୍ୱାସ୍ଥ୍ୟବୀମା ରାଶି ବୃଦ୍ଧି ଓ ପେନସନ୍ ଦାବି ନେଇ ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: ରାଜ୍ୟର ସର୍ବପୁରାତନ ତଥା ସର୍ବବୃହତ ସାମ୍ବାଦିକ ସଂଘ ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱର ସ୍ଥିତ ସଂଘ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ, ରାଜ୍ୟରେ ପ୍ରଚଳିତ ସ୍ୱାସ୍ଥ୍ୟବୀମା ଯୋଜନାର ଅର୍ଥରାଶି ଦଶ ଲକ୍ଷକୁ ବୃଦ୍ଧି, ଦେଶର ଅନ୍ୟାନ୍ୟ ଅଠର ଗୋଟି ରାଜ୍ୟ ଭଳି ଓଡ଼ିଶାର କାର୍ଯ୍ୟରତ ସାମ୍ବାଦିକଙ୍କୁ ପେନସନ ପ୍ରଦାନ‌ ଓ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ଦାବି ସମ୍ପର୍କରେ ସବିଶେଷ ଆଲୋଚନା… Continue reading ସ୍ୱାସ୍ଥ୍ୟବୀମା ରାଶି ବୃଦ୍ଧି ଓ ପେନସନ୍ ଦାବି ନେଇ ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

You cannot copy content of this page