ସନ୍ଥ ବିନୋବା ଭାବେଙ୍କ ୧୩୧ତମ ଜୟନ୍ତୀ ସମାରୋହ ପାଳିତ

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଭୁଦାନ ଆନ୍ଦୋଳନର ମୁଖ୍ୟ ପୁରୋଧା ମହାନ ସନ୍ଥ ଭାରତ ରତ୍ନ ଆଚାର୍ଯ୍ୟ ବିନୋବା ଭାବେ ଙ୍କ ୧୩୧ତମ ଜୟନ୍ତୀ ସମାରୋହ ଜୟଦେବ ଭବନ ଠାରେ ଅନୁଷ୍ଠିତ ହୋଇ ଯାଉଛି l ଜୟନ୍ତୀ କମିଟି ର ସଭାପତି ଜୟନ୍ତ ଦାସଙ୍କ ସଭାପତିତ୍ବ ରେ ଅନୁଷ୍ଠିତ “ଭୂମି ଅଧିକାର ଓ ଭୂଦାନ” ଶୀର୍ଷକ ଆଲୋଚନାଚକ୍ର ରେ ମୁଖ୍ୟ ଅତିଥି ରୂପେ ରାଜସ୍ବ ଓ଼ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଲେ କି ୨୦୨୯… Continue reading ସନ୍ଥ ବିନୋବା ଭାବେଙ୍କ ୧୩୧ତମ ଜୟନ୍ତୀ ସମାରୋହ ପାଳିତ

You cannot copy content of this page