ବିଧାନସଭା ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ

ରାଜ୍ୟରେ ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ଜାରି ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି ।ବିଧାନସଭା ପାଇଁ ୪ ଲୋକସଭା ଓ ୨୮ ବିଧାନସଭା ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହୋଇଛି I ବିଧାନସଭାରେ ହେବାକୁ ଥିବା ନିର୍ବାଚନରେ ମୋଟ ୬୨ଲକ୍ଷ ୮୪ହଜାର ୬୪୯ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ମାତ୍ର ଏଥିରେ ମହିଳା ଭୋଟରଙ୍କ ସଂଖ୍ୟା ପୁରୁଷଙ୍କ ତୁଳନାରେ ୯୧,୫୨୮ ଅଧିକ ରହିଛି । ସୁରକ୍ଷା… Continue reading ବିଧାନସଭା ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ

ବିଜେଡିରେ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ୱର: ଆଜି ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଛନ୍ତି ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ର ଏବଂ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନାଙ୍କ ଉପସ୍ଥିତିରେ ଲେଖାଶ୍ରୀ ବିଜେଡିରେ ଯୋଗ ଦେଇଥିଲେ। ବିଜେଡିରେ ଯୋଗ ଦେବା ପରେ ଲେଖାଶ୍ରୀ କହିଥିଲେ, ଓଡ଼ିଶା ଓ ଓଡ଼ିଶାବାସୀଙ୍କ ସେବା କରିବା ପାଇଁ ମୋର ଯେଉଁ ବୃହତ୍ତ ଇଚ୍ଛା ଥିଲା, ତାହା ୧୦ ବର୍ଷ ପରେ ମଧ୍ୟ ଭାରତୀୟ ଜନତା… Continue reading ବିଜେଡିରେ ଲେଖାଶ୍ରୀ ସାମନ୍ତସିଂହାର

ବିଜେଡିରେ ମିଶିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ଵର: ବିଜେଡି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ଆଜି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ବିଜେଡିରେ ମିଶିଛନ୍ତି । ମାର୍ଚ୍ଚ ୨୯ ତାରିଖରେ ବିଜେପିରୁ ଇସ୍ତଫା ଦେଇଥିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା । ୨୦୧୯ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡ଼ି ବିଜେପିରେ ମିଶିଥିଲେ ପ୍ରକାଶ। ସେ ସେହି ବର୍ଷ ବିଜେପି ଟିକେଟରେ ସାଲେପୁର ବିଧାନସଭା ଆସନରୁ ନିର୍ବାଚନ ଲଢ଼ି ବିଜେଡି ପ୍ରାର୍ଥୀ ପ୍ରଶାନ୍ତ ବେହେରାଙ୍କ ଠାରୁ ହାରି ଯାଇଥିଲେ। ୨୦୧୪ରେ ପ୍ରକାଶ ଏହି ଆସନରୁ… Continue reading ବିଜେଡିରେ ମିଶିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା

ପ୍ରଥମ ପର୍ୟ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

୨୦୨୪ ସାଧାରଣ ନିର୍ବାଚନ ନେଇ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ଆଜି ପ୍ରକାଶ ପାଇଛି ପ୍ରଥମ ପର୍ୟ୍ୟାୟ ନିର୍ବାଚନ ବିଜ୍ଞପ୍ତି । ନିର୍ବାଚନ ତାରିଖ ଘୋଷଣା ହେବା ପରେ ଆଜି ନାମାଙ୍କନ ଦାଖଲ, ପ୍ରତ୍ୟାହାର ଏବଂ ପ୍ରାର୍ଥୀପତ୍ର ଯାଞ୍ଚ ନେଇ ସମ୍ପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ ଆୟୋଗଙ୍କ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ଏପ୍ରିଲ ୧୯ରେ ହେବାକୁ ଥିବା ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଛି। ନାମାଙ୍କନପତ୍ର ଦାଖଲ କରିବାର ଶେଷ… Continue reading ପ୍ରଥମ ପର୍ୟ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

You cannot copy content of this page