ବଲାଙ୍ଗିର: ସ୍ୱତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗିର ଜିଲା ର କଣ୍ଟାବାଞ୍ଜି ରେଲୱେ ଷ୍ଟେସନରୁ ମୋବାଇଲ ଚୋରି ଅଭିଯୋଗରେ ତିନି ଅଭିଯୁକ୍ତଙ୍କୁ କାବୁ କରି ଜିଆର୍ପିକୁ ଜିମା ଦେଲେ କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ । ଦିନକୁ ଦିନ କଣ୍ଟାବାଞ୍ଜି ରେଲୱେ ଷ୍ଟେସନରେ ଚୋରି ବଢ଼ି ଚାଲିଥିବା ବେଳେ ଚୋରମାନଙ୍କୁ କାବୁ କରିବାରେ ଅସମର୍ଥ ଜିଆରର୍ପି ପୋଲିସ । ଡୁଆଝର ଏବଂ ଖରିଆର ଅଞ୍ଚଳର ଦୁଇ ଯାତ୍ରୀଙ୍କଠାରୁ ମୋବାଇଲ ଏବଂ ବ୍ୟାଗ ଲୁଟ୍ କରି ଫେରାର ମାରୁଥିବା ବେଳେ… Continue reading ମୋବାଇଲ ଚୋରଙ୍କୁ କାବୁ କଲା କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ
ମୋବାଇଲ ଚୋରଙ୍କୁ କାବୁ କଲା କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ
