ଗୋଲାମୁଣ୍ଡା ବ୍ଲକ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

୩୫୯ ଜଣଙ୍କ ପଞ୍ଜୀକରଣ, ୫୦ ଜଣଙ୍କୁ ଉଦ୍ୟମ ପ୍ରମାଣପତ୍ର; ଭିନ୍ନକ୍ଷମଙ୍କୁ ମିଳିଲା ବିଭିନ୍ନ ସହାୟତାଧର୍ମଗଡ ୮/୯: (ଜନ୍ମେଜୟ ନାଏକ): ଭିନ୍ନକ୍ଷମଙ୍କୁ ସରକାରୀ ଯୋଜନାର ସୁବିଧା, ଚିକିତ୍ସା ସେବା, ଭତ୍ତା ଓ ଆବଶ୍ୟକ ସହାୟକ ଉପକରଣ ଯୋଗାଇ ଦେବା ଉଦ୍ଦେଶ୍ୟରେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ପ୍ରଥମ ପର୍ଯ୍ୟାୟ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଓ ଏଆରସି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟକ ଭିନ୍ନକ୍ଷମ ବ୍ୟକ୍ତି ଯୋଗଦେଇ… Continue reading ଗୋଲାମୁଣ୍ଡା ବ୍ଲକ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ସ୍ୱାସ୍ଥ୍ୟ ବିଭାଗର ଅବ୍ୟବସ୍ଥା କୁ ନେଇ ନରସିଂହଙ୍କ ସାମ୍ବାଦିକ ସମ୍ମିଳନୀ

ବଲାଙ୍ଗିର: ସ୍ଵତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗିର ଅନେକ ଲଢେଇ ପରେ ଭୀମ ଭୋଇ ମେଡିକାଲ କଲେଜ ନିର୍ମାଣ ହୋଇଥିଲା । ତତ୍କାଳିନ ସରକାର ପ୍ରତିଶୃତି ଦେଇଥିଲେ ୨୦୨୩ ଡିସେମ୍ବର ସୁଦ୍ଧା ଏହା ସମ୍ପୁର୍ଣ୍ଣ କାର୍ଯ୍ୟକ୍ଷମ ହେବ କିନ୍ତୁ ନିର୍ବାଚନକୁ ଆଖି ଆଗରେ ରଖି ତରବରିଆ ଭାବେ ଅସମ୍ପୁର୍ଣ୍ଣ ମେଡିକାଲ କଲେଜକୁ ତତ୍କାଳିନ ସରକାର ଉଦ୍‌ଘାଟନ କରିଥିଲେ । ମୁଁ ନିଜେ ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ବିରୋଧ କରି ମଂଚ ତ୍ୟାଗ କରିଥିଲି । ପରେ ସରକାର ବଦଳିଲା… Continue reading ସ୍ୱାସ୍ଥ୍ୟ ବିଭାଗର ଅବ୍ୟବସ୍ଥା କୁ ନେଇ ନରସିଂହଙ୍କ ସାମ୍ବାଦିକ ସମ୍ମିଳନୀ

ଟିଟିଲାଗଡ଼ର ସଫେଇ କର୍ମଚାରୀଙ୍କୁ ନେଇ ପ୍ରକୃତି ରକ୍ଷା ତରଫରୁ ହେଲଥ କ୍ୟାମ୍ପ

ବଲାଙ୍ଗିର: ବଲାଙ୍ଗିର ଟିଟିଲାଗଡ଼ ସହରର ପ୍ରକୃତି ରକ୍ଷା ଏନ୍‌ଜିଓ ତରଫରୁ ବିଭିନ୍ନ ସମୟରେ ବିଭିନ୍ନ ସାମାଜିକ ସେବା କରାଯାଇଥାଏ । ଶନିବାର ଦିନ ସକାଳେ ସ୍ଥାନୀୟ ପୌର ପରିଷଦର କଲ୍ୟାଣ ମଣ୍ଡପ ଠାରେ ପ୍ରକୃତି ମିତ୍ର ସୋସିଆଲ ଅନୁଷ୍ଠାନ ପକ୍ଷରୁ ସଭାପତି ସାରଦା ରାଓଙ୍କ ସଭାପତିତ୍ୱରେ ଟିଟିଲାଗଡ଼ ସହରର ସମସ୍ତ ସଫେଇ କର୍ମଚାରୀଙ୍କୁ ନେଇ ଏକ ହେଲଥ କ୍ୟାମ୍ପ ଅନୁଷ୍ଠିତ ହୋଇଯାଇଛି । ଏହି କ୍ୟାମ୍ପରେ ସରକାରୀ ଡାକ୍ତରଖାନାର ଡାକ୍ତର ଦେବାଶିଷ ସେନାପତି ଏବଂ ଗୌରବ ପଣ୍ଡା… Continue reading ଟିଟିଲାଗଡ଼ର ସଫେଇ କର୍ମଚାରୀଙ୍କୁ ନେଇ ପ୍ରକୃତି ରକ୍ଷା ତରଫରୁ ହେଲଥ କ୍ୟାମ୍ପ

ଆସନ୍ତା ମଇ ୧୦ ତାରିଖରେ ବଲାଙ୍ଗିର ଜିଲ୍ଲା ର ବିଭିନ୍ନ ଅଦାଲତ ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବଲାଙ୍ଗିର ୨୨/୦୪: ଆସନ୍ତା ମଇ ୧୦ ତାରିଖରେ ବଲାଙ୍ଗିର ଜିଲ୍ଲା ର ବିଭିନ୍ନ ଅଦାଲତ ଯଥା ବଲାଙ୍ଗିର , ପାଟଣାଗଡ ,ଟିଟିଲାଗଡ ,କଣ୍ଟାବାଞ୍ଜି ,ଲୋଇସିଂହା ,ସଇଁତଳା ,ମୁରିବାହାଲ ଓ ବଙ୍ଗୋମୁଣ୍ଡା ଅଦାଲତ ପରିସରରେ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ । ଏଥିରେ ସମସ୍ତ ପ୍ରକାରର ବିଚାରାଧୀନ ମକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ ),ଚେକ ବାଉନ୍ସ ,ବ୍ୟାଙ୍କ ଋଣ ,ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ ,ଶ୍ରମ ଓ ନିଯୁକ୍ତି ବିବାଦ ,ବିଦ୍ୟୁତ… Continue reading ଆସନ୍ତା ମଇ ୧୦ ତାରିଖରେ ବଲାଙ୍ଗିର ଜିଲ୍ଲା ର ବିଭିନ୍ନ ଅଦାଲତ ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ଯୁବ କୁଲୁତା ସମାଜ ତରଫରୁ କୁଲୁତା ଦିବସ ପାଳିତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା କୁଲୁତା ସମାଜ ତରଫରୁ ସ୍ଥାନୀୟ ରେଲୱେ ଷ୍ଟେସନ ସ୍ଥିତ ଅସିମ କରାଟେ ଏକାଡେମୀ ରେ ଚୈତ୍ୟ ପୂର୍ଣ୍ଣିମା ଅବସରରେ କୁଲୁତା ଦିବସ ବଡ ସମାରୋହ ସହ ପାଳିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ପାଇଁ ବଲାଙ୍ଗିର ମ୍ୟୁନିସିପାଲିଟି ଏରିଆରେ ଯେଉଁ ଦଳ ବା ନେତା ସରକାରୀ ଜମି ସହ କୁଲୁତା ଭବନ ତିଆରି କରିବ ତାକୁ ସମାଜର ସମସ୍ତ ଭୋଟର ସମର୍ଥନ ଜଣାଇବା ପାଇଁ ସର୍ବ ସମ୍ମତିକ୍ରମେ ନିଷ୍ପତ୍ତି… Continue reading ଯୁବ କୁଲୁତା ସମାଜ ତରଫରୁ କୁଲୁତା ଦିବସ ପାଳିତ

You cannot copy content of this page