ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ: ଜିଲ୍ଲାର ବଳଙ୍ଗା ନାବାଳିକାଙ୍କ ଦିଲ୍ଲୀ ଏମ୍ସରେ ମୃତ୍ୟୁ ପରେ ଆଜି ପୈତୃକ ଗାଁ ବାୟାବରରେ ଶେଷ ହେଲା ଅନ୍ତିମ ସଂସ୍କାର । ବାୟାବର ନୂଆ ଗୋପାଳପୁରରେ ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି (ରବିବାର) ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା ବଳଙ୍ଗା ପୀଡିତାଙ୍କ ପାର୍ଥିବ ଶରୀର । ପୀଡିତାଙ୍କ ଶେଷ ଦର୍ଶନ ପାଇଁ ବିମାନବନ୍ଦରରେ ବିଭିନ୍ନ ଦଳର ନେତାଙ୍କ ଭିଡ ଜମିଥିଲା । ଏହା ପରେ ମହାପ୍ରୟାଣ ଗାଡିରେ ଗାଁକୁ ଯାଇଥିଲା ପୀଡିତାଙ୍କ ମରଶରୀର ।… Continue reading ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ

You cannot copy content of this page