ପହଲଗାମରେ ସହୀଦ ପର୍ଯ୍ୟଟକଙ୍କ ପାଇଁ କ୍ୟାଣ୍ଡେଲ ଯାତ୍ରା

ବାଲିଅନ୍ତା: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏକ ବର୍ବର ଏବଂ ନୃଶଂସ ଆତଙ୍କବାଦୀ ଆକ୍ରମଣରେ ମଙ୍ଗଳବାର ଦିନ ୨୯ ଜଣଙ୍କ ଜୀବନ ଯାଇଥିବାବେଳେ, ୯ ଜଣ ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି । ତେବେ ବୁଧବାର ସନ୍ଧ୍ୟାରେ ଓଡ଼ିଶାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ କାଞ୍ଚନ ଫାଉଣ୍ଡେସନ ଓ ନିର୍ଭିକ ଖବର ପକ୍ଷରୁ ସହିଦଙ୍କ ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରିଯାଇଥିଲା । ଭାରତ ମାତାକି ଜୟ, ବନ୍ଦେ ମାତରଂ ସ୍କୋଗାନ ଦେଇ… Continue reading ପହଲଗାମରେ ସହୀଦ ପର୍ଯ୍ୟଟକଙ୍କ ପାଇଁ କ୍ୟାଣ୍ଡେଲ ଯାତ୍ରା

You cannot copy content of this page