କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍।

add new ICU bed in capital hospital

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍। ଖୁବଶୀଘ୍ର ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ଅଧ୍ୟକ୍ଷା ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏବେ କ୍ୟାପିଟାଲ ହସପିଟାଲରେ ୧୬ଟି ଆଇସିୟୁ ବେଡ୍ ରହିଛି। ଖୁବଶୀଘ୍ର ଆଉ ୨୪ଟି ନୂଆ ଆଇସିୟୁ ବେଡ୍ ସାମିଲ ହେବ ବୋଲି ରୋଗୀ କଲ୍ୟାଣ ସମିତି ବୈଠକରେ ନିଷ୍ପତ୍ତି ହୋଇଛି। ଆଜି କ୍ୟାପିଟାଲ ହସ୍ପିଟାଲରେ ବସିଥିବା ରୋଗୀ… Continue reading କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍।

You cannot copy content of this page