ବାଲ୍ୟ ବିବାହ ନିଷେଧ ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ

କଡାକଡି ଲାଗୁହେବ ବାଲ୍ୟବିବାହ ନିଷେଧ ଆଇନ। ପୁରୀ: ବାଲ୍ୟ ବିବାହ ସଭ୍ୟ ସମାଜ ରେ ଏକ ଘୃଣ୍ୟ କାର୍ଯ୍ୟ।ଏହା ପ୍ରତ୍ୟେକ ଶିଶୁମାନଙ୍କ ପାଇଁ ହିଂସା ସଦୃଶ। ଏହା ଦ୍ୱାରା ଶିଶୁଟି ତାର ଶିକ୍ଷା ଓ ସ୍ବାସ୍ଥ୍ୟ ଅଧିକାରରୁ ବଂଚିତ ହୋଇଥାଏ ଓ ଅନେକ ଅସୁବିଧା ଜନକ ପରିସ୍ଥିତି ଦେଇ ଗତିକରିଥାଏ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ। ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲଙ୍କ କାର୍ଯ୍ୟାଳୟ ପରିସରରେ ବାଲ୍ୟ ବିବାହକୁ ଜିଲ୍ଲାରେ ସମ୍ପୂର୍ଣ୍ଣ ବନ୍ଦ କରିବା ଲକ୍ଷ୍ୟରେ… Continue reading ବାଲ୍ୟ ବିବାହ ନିଷେଧ ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ

You cannot copy content of this page