ମା ମଙ୍ଗଳା ବସ୍ତି, କୃଷି ଭବନ, ମିିଶନ ଶକ୍ତି ବଜାର ପରିଦର୍ଶନଭୁବନେଶ୍ୱର: ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଓଡ଼ିଶା ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ବିକାଶମୂଳକ ଯୋଜନା ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ । ଜାଗାମିଶନ, ମିଶନ ଶକ୍ତି, ଓଡିଶା ସ୍କୁଲ ରୂପାନ୍ତରଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ତଥା ସ୍ୱାସ୍ଥ୍ୟସେବା ସମ୍ପର୍କିତ ଅନ୍ୟାନ୍ୟ ରୂପାନ୍ତରଣ କାର୍ଯ୍ୟକ୍ରମର ସେ ପ୍ରଶଂସା… Continue reading ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ୍ ଗେଟ୍ସ
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ୍ ଗେଟ୍ସ
