ବିଟ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଐତିହାସିକ ସଫଳତା

ଢେଙ୍କାନାଳ: ଗୋବିନ୍ଦପୁର ବିଟ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଚଳିତ ବର୍ଷର ଯୁକ୍ତ ଦୁଇ ପରୀକ୍ଷା ଫଳରେ ବିଦ୍ୟାଳୟ ଶତ ପ୍ରତିଶତ ସଫଳତା ହାସଲ କରି ନୂତନ ସଫଳତାର ଅଧ୍ୟାୟ ଲେଖିଛି। ଏହି ବର୍ଷ ୯୫ ପ୍ରତିଶତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଏବଂ ୫ ପ୍ରତିଶତ ଦ୍ଵିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇ ନୂତନ ମାନଦଣ୍ଡ ସୃଷ୍ଟି କରିଛନ୍ତି। ବିଦ୍ୟାଳୟର ଛାତ୍ର ଲିକୁନୁ ସାହୁ ସର୍ବାଧିକ ୫୫୮ (୯୩) ପ୍ରତିଶତ ନମ୍ବର ରଖି ଅନୁଷ୍ଠାନକୁ ଗୌରବାନ୍ବିତ କରିଛନ୍ତି। ପୂଜା ରଣା,… Continue reading ବିଟ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଐତିହାସିକ ସଫଳତା

ନାଚୁଣୀ କଲେଜରେ ଏଡ୍ସ ଦିବସ ପାଳିତ

ଚିଲିକା: ନାଚୁଣୀ କଲେଜରେ ବିଶ୍ଵ ଏଡ୍ସ ଦିବସ ପାଳିତ ହୋଇଯାଇଅଛି | ଏହି ଉପଲକ୍ଷେ ବିଶ୍ୱ ଯୁବ ରେଡ କ୍ରସ ତରଫରୁ ଏକ ଆଲୋଚନା ଚକ୍ର କଲେଜ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଥିଲା।ଏହି ଆଲୋଚନା ଚକ୍ରରେ କଲେଜର ଅଧ୍ୟକ୍ଷ ଡକ୍ଟର ସୁନୀଲ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏଡ୍ସ ଦିବସ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିବା ସହ ଏହାର କାରଣ ଏବଂ ନିରାକରଣ ସମ୍ପର୍କରେ ବିସ୍ତୃତ ଭାବରେ ଆଲୋଚ଼ନା କରିଥିଲେ । ଆଜିର ଯୁବ… Continue reading ନାଚୁଣୀ କଲେଜରେ ଏଡ୍ସ ଦିବସ ପାଳିତ

ନାଚୁଣୀ କଲେଜରେ ସାଇବର ସଚେତନତା କାର୍ଯ୍ୟକ୍ରମ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ତରଫରୁ ନାଚୁଣୀ ମହାବିଦ୍ୟାଳୟ ଠାରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହି ଉପଲକ୍ଷେ ନାଚୁଣୀ. ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଲେଜର ଅଧ୍ୟକ୍ଷ ଡକ୍ଟର ସୁନୀଲ କୁମାର ପଟ୍ଟନାୟକ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ନାଚୁଣୀ ଥାନା ଭାର ପ୍ରାପ୍ତ ଅଧିକାରୀ ଚନ୍ଦ୍ରଶେଖର ଜେନା ଯୋଗ ଦେଇ ସାଇବର ସୁରକ୍ଷା ମହତ୍ୱ ସଂପର୍କରେ ଆଲୋକପାତ କରିଥିଲେ । ଅନ୍ୟତମ ଅତିଥି ଭାବେ ସାଇ… Continue reading ନାଚୁଣୀ କଲେଜରେ ସାଇବର ସଚେତନତା କାର୍ଯ୍ୟକ୍ରମ

ରାଜ୍ୟରେ ଖୋଲିବ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ ଖୋଲିବ । ଚଳିତ ଶିକ୍ଷାବର୍ଷଠାରୁ କାର୍ଯ୍ୟକ୍ଷମ ହେବ ଏସବୁ କଲେଜ । ୫T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ ସମୟରେ ନିଜ ଅଞ୍ଚଳରେ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ଲୋକମାନେ ଅନୁରୋଧ କରିଥିଲେ । ଯାହାକୁ ଭିତ୍ତି କରି ୧୮ଟି ବ୍ଲକରେ ସରକାରୀ ଡିଗ୍ରୀ କଲେଜ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସେହିପରି ଆସନ୍ତା ସପ୍ତାହରେ ୧ ହଜାର ୫୬ ଜଣ ଅଧ୍ୟାପକଙ୍କୁ ଷ୍ଟାଫ୍… Continue reading ରାଜ୍ୟରେ ଖୋଲିବ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ

You cannot copy content of this page