ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ

ଭବାନୀପାଟଣା, ୦୬/୦୫ (ଜଗନ୍ନାଥ ନାଏକ) : ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଦାଇତ୍ୱ ରେ ଥିବା କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ର ମନ୍ଦାକିନୀ ବାଣୁଆଁ (ସୋନୀ ) ଙ୍କୁ ବଲାଙ୍ଗୀର ଜିଲ୍ଲା ଯୁବ କଂଗ୍ରେସ ର ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି l ରାଜ୍ୟ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ର ଙ୍କ ଅନୁମୋଦନ କ୍ରମେ ତାଙ୍କୁ ଏହି ଦାଇତ୍ୱ ମିଳିଛି l ମନ୍ଦାକିନୀ କଳାହାଣ୍ଡି ଜିଲ୍ଲା କଂଗ୍ରେସ ରେ ଜଣେ ସକ୍ରିୟ ନାରୀ… Continue reading ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ

ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇ ଥିବା ଆତ୍ମାଙ୍କ ଶାନ୍ତି ପାଇଁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ପହଲ ଗାଓଁ ରେ ଆତଙ୍କବାଦୀ ଦ୍ୱାରା ଯେଉଁଭଳି ଭାବରେ ନିରୀହ ପର୍ଯ୍ୟଟକମାନଙ୍କ ବର୍ବୋରଚିତ ହତ୍ୟା କରାଗଲା ତାହା କେବଳ ଦୁର୍ଭାଗ୍ୟ ଜନକ କି ସାଧାରଣ ହତ୍ୟାକାଣ୍ଡ ନୁହେଁ ଦେଶର ସୁରକ୍ଷା, ସାଧାରଣ ନାଗରିକଙ୍କ ସୁରକ୍ଷା ପ୍ରତି ଏକ ବିରାଟ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଭାରତ ପକ୍ଷରୁ ଏହାର କଡ଼ା ଜବାବ ଦେବା ନିହାତି ଆବଶ୍ୟକ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆତଙ୍କବାଦୀ ଆକ୍ରମଣରେ ଅକାଳରେ ପ୍ରାଣ ହରାଇ ଥିବା ବ୍ୟକ୍ତିଙ୍କ ଆତ୍ମାର ଶାନ୍ତି… Continue reading ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇ ଥିବା ଆତ୍ମାଙ୍କ ଶାନ୍ତି ପାଇଁ ଶ୍ରଦ୍ଧାଞ୍ଜଳି

ସକାଳୁ ଭୁବନେଶ୍ୱରକୁ ଘେରିଲେ ପୋଲିସ

ଭୁବନେଶ୍ୱର,୨୭।୩: ରାଜ୍ୟରେ ଅସୁରକ୍ଷିତ ମହିଳା ଏବଂ ଏଥିଲାଗି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣା ପାଇଁ ଗୁରୁବାର ରାଜ୍ୟ କଂଗ୍ରେସ ବିଧାନସଭାର ଚତୁଃପାର୍ଶ୍ୱକୁ ଘେରିବା ପାଇଁ ପ୍ରସ୍ତୁତ ହେଉଛି। କଂଗ୍ରେସର ଏହି କାର‌୍ୟ୍ୟକ୍ରମକୁ ରାଜ୍ୟବାସୀ ସମର୍ଥନ ଦେବେ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ବିଧାନସଭା ଘେରାଉ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଲଗାତର ଦୁଇ ଦିନ ବିଧାନସଭା ଭିତରେ ଓ… Continue reading ସକାଳୁ ଭୁବନେଶ୍ୱରକୁ ଘେରିଲେ ପୋଲିସ

ନିର୍ବାଚନ ପାଇଁ ଆକ୍ସନ ମୋଡରେ ପ୍ରଶାସନ, ହଟୁଛି ସରକାରୀ ବିଜ୍ଞାପନ ଥିବା ବ୍ୟାନର ଓ ପୋଷ୍ଟର୍

ନିର୍ବାଚନ ତାରିଖ ଘୋଷଣା ହେବା ପରେ କାଉଣ୍ଟ ଡାଉନ୍ ଷ୍ଟାର୍ଟ ହେବା ସହ ଆରମ୍ଭ ହୋଇଯାଇଛି ପ୍ରଶାସନିକ ପ୍ରସ୍ତୁତି। ନିର୍ବାଚନ ସୁପରିଚାଳନା ପାଇଁ ଆଜି ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଏବଂ SPମାନେ କରିଛନ୍ତି ପ୍ରସ୍ତୁତି ବୈଠକ। ଅନ୍ୟପଟେ ଆଦର୍ଶ ଆଚରଣ ବିଧି ଲାଗୁ ହେବା ପରେ ବିଭିନ୍ନ ସ୍ଥାନରେ ସରକାରୀ ବିଜ୍ଞାପନ ହଟାଇବା ମଧ୍ୟ ଆରମ୍ଭ ହୋଇଛି। ଚଳିତ ଥର ୭ଟି ପର୍ୟ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ଓଡ଼ିଶାରେ ଶେଷ ଆଡ଼କୁ ମେ ୧୩ରୁ ୪ଟି… Continue reading ନିର୍ବାଚନ ପାଇଁ ଆକ୍ସନ ମୋଡରେ ପ୍ରଶାସନ, ହଟୁଛି ସରକାରୀ ବିଜ୍ଞାପନ ଥିବା ବ୍ୟାନର ଓ ପୋଷ୍ଟର୍

ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ: ମନମୋହନ ସାମଲ

ଆଜି ସକାଳେ ଦିଲ୍ଲୀରୁ ଫେରିବା ପରେ ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ଓ ସରକାର ଗଠନ କରିବ ବୋଲି ମନମୋହନ ସାମଲ ସ୍ପଷ୍ଟ କରିଛନ୍ତି I ପୁଣି ଥରେ ନିଜ ପୁରୁଣା କଥା ଦୋହରାଇଛନ୍ତି। ମନମୋହନ କହିଛନ୍ତି, ଓଡ଼ିଶାରେ ବିଜେପିର ସରକାର ହେବ । ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେଉ ନ ଥିବା ନେଇ ଏବେ ଏକ ପ୍ରକାର ସ୍ପଷ୍ଟ ହୋଇ ସାରିଥିବା ଚର୍ଚ୍ଚା ହେଉଛି। ଓଡ଼ିଶାର ଅସ୍ମିତାକୁ ନେଇ ଆମେ ଲୋକଙ୍କ ପାଖକୁ ଯିବୁ, ନିର୍ବାଚନ… Continue reading ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ: ମନମୋହନ ସାମଲ

ବିଜେଡିରୁ ଇସ୍ତଫା ଦେଲେ ବିଧାୟକ ଡ ଅରବିନ୍ଦ ଢ଼ାଲି

ଭୁବନେଶ୍ୱର: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଜୟଦେବ ବିଧାୟକ ଡ ଅରବିନ୍ଦ ଢ଼ାଲି। ଗତକାଲି ବିଳମ୍ବିତ ରାତିରେ ଅନ ଲାଇନରେ ଇସ୍ତଫା ପତ୍ର ପଠାଇଲେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ। ଆସନ୍ତା କାଲି ଵିଦ୍ଧିବଦ୍ଧ ଭାବରେ ସମର୍ଥକଙ୍କ ସହିତ ଯୋଗଦେବେ ଭାରତୀୟ ଜନତା ପାର୍ଟିରେ। ୨୦୦୯ରେ ବିଜେପି ଛାଡି ବିଜେଡିକୁ ଆସିଥିଲେ ଡ ଢ଼ାଲି। ଡ. ଅରବିନ୍ଦ ଢ଼ାଲୀ ଜଣେ ଦକ୍ଷ ରାଜନୈତିଜ୍ଞ ହୋଇଥିବାବେଳେ ବିଜେଡିରେ ସେ ବହୁ ବର୍ଷ ନିଜର କାର୍ଯ୍ୟଦକ୍ଷତାର ପରିଚୟ ଦେଇଛନ୍ତି ।… Continue reading ବିଜେଡିରୁ ଇସ୍ତଫା ଦେଲେ ବିଧାୟକ ଡ ଅରବିନ୍ଦ ଢ଼ାଲି

You cannot copy content of this page