ଭୁବନେଶ୍ୱର,୨୭।୩: ରାଜ୍ୟରେ ଅସୁରକ୍ଷିତ ମହିଳା ଏବଂ ଏଥିଲାଗି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣା ପାଇଁ ଗୁରୁବାର ରାଜ୍ୟ କଂଗ୍ରେସ ବିଧାନସଭାର ଚତୁଃପାର୍ଶ୍ୱକୁ ଘେରିବା ପାଇଁ ପ୍ରସ୍ତୁତ ହେଉଛି। କଂଗ୍ରେସର ଏହି କାର୍ୟ୍ୟକ୍ରମକୁ ରାଜ୍ୟବାସୀ ସମର୍ଥନ ଦେବେ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ବିଧାନସଭା ଘେରାଉ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଲଗାତର ଦୁଇ ଦିନ ବିଧାନସଭା ଭିତରେ ଓ… Continue reading ସକାଳୁ ଭୁବନେଶ୍ୱରକୁ ଘେରିଲେ ପୋଲିସ
ସକାଳୁ ଭୁବନେଶ୍ୱରକୁ ଘେରିଲେ ପୋଲିସ
