ସମ୍ବଲପୁର: ସମ୍ବଲପୁର ଜମନକିରା ଥାନା ସଦର ମହକୁମାସ୍ଥିତ ବାବା ମୁକ୍ତେଶ୍ୱର ମନ୍ଦିର ରୋଷେଇ ଗୃହରେ ଜଣେ ୧୨ବର୍ଷୀୟା ନାବାଳିକା ବଳାତ୍କାରର ଶିକାର ହୋଇଛି। ମନ୍ଦିରର ଜଣେ ସହଯୋଗୀ ପୂଜକ ଶୋଭା ମହାପାତ୍ର ଓରଫ କେଦାର(୩୬)ଙ୍କ ନାମରେ ଅଭିଯୋଗ କରାଯାଇଛି । ପୀଡିତା ନାବାଳିକା ବି ଜଣେ ପୂଜକଙ୍କ ଝିଅ ବୋଲି ପୋଲିସ୍ ସୂତ୍ରରୁ ଜଣାପଡିଛି। ପୀଡ଼ିତାଙ୍କ ମା’ ଏ ନେଇ ଜମନକିରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ନେଇ ଥାନାରେ ବିଏନ୍ଏସ୍ ଦଫା ୬୪(୨)ଏଫ୍ରେ ଏକ… Continue reading ମନ୍ଦିର ରୋଷ ଘରେ ନାବାଳିକାଙ୍କୁ ବଳାତ୍କାର କଲେ ପୂଜକ
ମନ୍ଦିର ରୋଷ ଘରେ ନାବାଳିକାଙ୍କୁ ବଳାତ୍କାର କଲେ ପୂଜକ
