କଳାହାଣ୍ଡି ପରିବହନ ବିଭାଗ ଦ୍ୱାରା ୪ ଲକ୍ଷ ୧୫ ହଜାର ଟଙ୍କା ରାଜସ୍ୱ ଆଦାୟ |

କଳାହାଣ୍ଡି,୧୧|୧(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):-ଜାନୁୟାରୀ ୧ରୁ ୩୧ ତାରିଖ ଯାଏଁ ରାଜ୍ୟରେ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି। ଏପରିସ୍ଥଳେ କଳାହାଣ୍ଡି ଜିଲାରେ ସଡ଼କ ସୁରକ୍ଷା ମାସର ଦ୍ୱତୀୟ ସପ୍ତାହରେ ଧର୍ମଗଡ ଅଞ୍ଚଳ ରୁ ୪ ଲକ୍ଷ ୧୫ ହଜାର ଟଙ୍କା ରାଜସ୍ବ ଆଦାୟ କରାଯାଇଥିବା ଜିଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଜଣାପଡିଛି। ସେହିପରି ୫୩ ଟି ଗାଡିର ମାମଲା ରୁଜୁ କରା ଯାଇଥିବା ବେଳେ ଏହି ଗାଡି ମାନଙ୍କ ମଧ୍ୟରୁ ବିନା ହେଲମେଟରେ ବାଇକ… Continue reading କଳାହାଣ୍ଡି ପରିବହନ ବିଭାଗ ଦ୍ୱାରା ୪ ଲକ୍ଷ ୧୫ ହଜାର ଟଙ୍କା ରାଜସ୍ୱ ଆଦାୟ |

ଦଣ୍ଡପାଟ ବ୍ଲକ ଘୋଷଣା ପାଇଁ ଧର୍ମଗଡ ବିଧାୟକଙ୍କୁ ଦାବିପତ୍ର

ଧର୍ମଗଡ଼, ୧୦/୧/(ଜନ୍ମେଜୟ ନାଏକ ଙ୍କ ରିପୋର୍ଟ): ଓଡିଶା ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କିଛି ଦିନ ତଳେ ତାଙ୍କ ସରକାର ବ୍ଲକ ପୁନର୍ଗଠନ ପାଇଁ ଚିନ୍ତା କରୁଥିବା ବିଷୟ ଗଣମାଧ୍ୟମରେ ପ୍ରକାଶ କରିବା ପରେ ରାଜ୍ୟର ବିଭିନ୍ନ ଅଂଚଳରେ ଲୋକଙ୍କ ଭିତରେ ନୂତନ ବ୍ଲକ ଗଠନ ନେଇ ଆଶା ସଂଚାର ହୋଇଛି । ବିଶେଷକରି କଳାହାଣ୍ଡି ଜିଲ୍ଲାର ଐତିହାସିକ ଦଣ୍ଡପାଟ ଅଂଚଳ ର 11 ଗୋଟି ପଂଚାୟତକୁ ନେଇ ନୂତନ ଭାବେ ଦଣ୍ଡପାଟ ବ୍ଲକ ଘୋଷଣା ପାଇଁ… Continue reading ଦଣ୍ଡପାଟ ବ୍ଲକ ଘୋଷଣା ପାଇଁ ଧର୍ମଗଡ ବିଧାୟକଙ୍କୁ ଦାବିପତ୍ର

ମ.ରାମପୁର ଥାନରେ ଚାଲିଛି ଆଦିବାସୀ ଜନଜାତି ଶୋଷଣ ନୀତି !

dabang giri at police station in dharmagada

କଳାହାଣ୍ଡି, (ରିପୋର୍ଟ-ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ଅନ୍ତର୍ଗତ ମୋହନ ଗିରି ଅଞ୍ଚଳର ଶିରର୍କିହେଜୁ ଗାଁରେ କିଛି ଦିନ ତଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ମାରପିଟ୍ ହୋଇଥିଲା | ଥାନାରେ ମାମଲା ପରେ ତିନି ଅଭିଯୁକ୍ତଙ୍କ ନାଁରେ ମ.ରାମପୁର ଥାନାରେ କେସ ରୁଜୁ ହୋଇଥିଲା | ଅଭିଯୁକ୍ତମାନେ ବେଲ୍‌ ପାଇଁ ମାନ୍ୟବର ଉଚ୍ଚ ନ୍ୟାୟାଳୟର ଦ୍ବାରସ୍ଥ ହୋଇଥିଲେ ଏବଂ ଅଭିଯୁକ୍ତ ତିନି ଜଣଙ୍କୁ ଉଚ୍ଚ ନ୍ୟାୟାଳୟ ବେଲ୍‌ ନମ୍ବର ABLAPL11960/2024 ମଧ୍ୟବର୍ତ୍ତୀ କାଳୀନ… Continue reading ମ.ରାମପୁର ଥାନରେ ଚାଲିଛି ଆଦିବାସୀ ଜନଜାତି ଶୋଷଣ ନୀତି !

You cannot copy content of this page