ବସୁନ୍ଧରା ଯୋଜନା ରେ ଘର ଡିହ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ

କଳାହାଣ୍ଡି,(ପ୍ୟାରିଲାଲ ଦୁର୍ଗା): ଧର୍ମଗଡ଼ ବ୍ଲକ ବେହେରା- ଧଅଂରପୁର ରାଜସ୍ୱ ନିରୀକ୍ଷକ ଅଧିନ ବିଭିନ୍ନ ଗ୍ରାମ ର ହିତାଧିକାରୀଙ୍କୁ ଘରଡିହ ପଟ୍ଟା ବଣ୍ଟନ ହୋଇ ହୋଇଯାଇଛି । ଏହି ଅବସରରେ ବେହେରା ସ୍ଥିତ ରାଜସ୍ୱ ନିରୀକ୍ଷକ ଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ପଟ୍ଟା ପ୍ରଦାନ କରାଯାଇଛି।ମୁଖ୍ୟ ଅତିଥି ଭାବେ ଧର୍ମଗଡ ବିଧାୟକ ସୁଧୀର ପାଟ୍ଟଯୋଷୀ ଯୋଗ ଦେଇ ନିଜ ହସ୍ତରେ ପଟ୍ଟା ପ୍ରଦାନ କରିଥିଲେ।କାର୍ଯ୍ୟକ୍ରମର ସମ୍ମାନିତ ଅତିଥି ଧର୍ମଗଡ଼ ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ ଧର୍ମଗଡ… Continue reading ବସୁନ୍ଧରା ଯୋଜନା ରେ ଘର ଡିହ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ

ଗୋଲାମୁଣ୍ଡା ବ୍ଲକ ପୁଟିଆଚୁରାରେ କ୍ଳଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା

କଳାହାଣ୍ଡି, ୧୪|୨: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୁଟିଆଚୁରା କେନ୍ଦ୍ର ଉଚ୍ଚପ୍ରାଥମିକ ବିଦ୍ୟାଳୟର ଠାରେ କ୍ଳଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ସି.ଆର୍.ସି.ସି ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି l ପୁଟିଆଚୁରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୁଟିଆଚୁରା ସିଆରସିସି, ରେଖରାମ ନାଏକ, କାର୍ଲିପଡା ଉଚ୍ଚପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ କ୍ଷୀରସିନ୍ଧୁ ଦୂର୍ଗା, ସଂକରିପାଲି ବିଦ୍ୟାଳୟର ସହକାରୀ ଶିକ୍ଷକ ଶେଷଦେବ ପାଢି, ରେଙ୍ଗସାପାଲି ଉଚ୍ଚପ୍ରାଥମିକ ବିଦ୍ୟାଳୟ ସଚିନ୍ଦ୍ର ବାଗ ଓ… Continue reading ଗୋଲାମୁଣ୍ଡା ବ୍ଲକ ପୁଟିଆଚୁରାରେ କ୍ଳଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା

You cannot copy content of this page