ଟ୍ରମ୍ପଙ୍କୁ ଗୁଳି କରିଥିବା ଯୁବକଙ୍କ ପରିଚୟ ମିଳିଛି

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୋଟିଏ ନିର୍ବାଚନୀ ସଭାରେ ଗୁଳିମାଡ଼ ହୋଇଛି। ପେନସିଲଭେନିଆ ଠାରେ ଟ୍ରମ୍ପ ଗୋଟିଏ ସାଧାରଣ ସଭାକୁ ସମ୍ବୋଧନ କରୁଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଥିଲା। ଗୁଳିଟି ଟ୍ରମ୍ପଙ୍କ ଡାହାଣ ପଟ କାନରେ ମାଡ଼ ହୋଇଛି। ତେବେ ସେ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏବେ ସେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଗୁଳିମାଡ଼ କରିଥିବା ଯୁବକ ଜଣଙ୍କ ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ପ୍ରାଣ ହରାଇଛି। ଏଫବିଆଇ ଘଟଣାର ତଦନ୍ତ କରୁଥିବା ବେଳେ ଟ୍ରମ୍ପଙ୍କୁ… Continue reading ଟ୍ରମ୍ପଙ୍କୁ ଗୁଳି କରିଥିବା ଯୁବକଙ୍କ ପରିଚୟ ମିଳିଛି

You cannot copy content of this page