ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ

ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ ନୃତ୍ୟ ଏବଂ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ । ଅନୁଷ୍ଠାନର ନିର୍ଦ୍ଦେଶିକା ପ୍ରିୟଙ୍କା , ଏହାର ଶ୍ରେୟ ତାଙ୍କ ଗୁରୁ ଡଃ ଗଜେନ୍ଦ୍ର ପଣ୍ଡା ସାର୍ ଙ୍କୁ ଦେଇଛନ୍ତି ଏବଂ ତତ୍ ସହିତ ହିନ୍ଦୁସ୍ଥାନ… Continue reading ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ

ମଳଦ୍ୱାରରେ ଆଣୁଥିଲେ ସୁନା, ଧରିଲେ ରାଜସ୍ୱ ଗୁଇନ୍ଦା

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହୋଇଛି ୩ କେଜିରୁ ଅଧିକ ସୂଚନା। ଜବତ ସୁନାର ମୂଲ୍ୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ। ଦୁବାଇରୁ ଭୁବନେଶ୍ୱର ଆସିଥିବା ୪ ଜଣ ଯାତ୍ରୀଙ୍କ ଠାରୁ ମୋଟ ୩ କେଜି ୭୭ ଗ୍ରାମର ତରଳ ସୁନା ଜବତ କରିଛି କେନ୍ଦ୍ରୀୟ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ। ଏମାନେ ମଳଦ୍ୱାରରେ ତରଳ ସୁନାକୁ କ୍ୟାପସୁଲ ମାଧ୍ୟମରେ ରଖି ଚାଲାଣ କରୁଥିବା କେନ୍ଦ୍ରୀୟ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ କହିଛି। ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି… Continue reading ମଳଦ୍ୱାରରେ ଆଣୁଥିଲେ ସୁନା, ଧରିଲେ ରାଜସ୍ୱ ଗୁଇନ୍ଦା

You cannot copy content of this page