ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ୍ ପ୍ରଧାନ । ଏବେ ନିର୍ବାଚନ ମାହୋଲ ଚାଲିଥିବାବେଳେ କଂଗ୍ରେସକୁ ଲାଗିଛି ବଡ଼ ଝଟକା । ଲୋକସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ଲାଗିଛି ବଡ଼ ଝଟକା । ତେବେ ଦଳ ଦୁଲାଲଙ୍କ ଠାରୁ ଟିକେଟ ଫେରାଇ ନେବା ପରେ ସେ ଦଳ ଛାଡ଼ିଥିବା ଜଣାପଡ଼ିଛି । ଏଆଇସିସି ସଭାପତି ଖଡ଼ଗେଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଦେଇଥିବା ଜଣାପଡିଛି । କଂଗ୍ରେସ ଦଳରୁ ଦୁଲାଲଙ୍କୁ ସମ୍ବଲପୁର ଲୋକସଭାରୁ ପ୍ରର୍ଥୀ… Continue reading କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ୍ ପ୍ରଧାନ
କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ୍ ପ୍ରଧାନ
