ଭୁବେନଶ୍ୱର: ଜଗତ୍ ଜନନୀ ମା ଦୁର୍ଗାଙ୍କ ଶାରଦୀୟ ପୂଜା ଅବସରରେ ମା’ଙ୍କୁ ସମର୍ପିତ ଦ୍ୱାଦଶ ପ୍ରୟାସ ନବରାତ୍ର ଦାଣ୍ଡିଆ ମହୋତ୍ସବ ସେପ୍ଟେମ୍ବର ମାସ ୨୬ ରୁ ଅକ୍ଟୋବର ୨ ତାରିଖ (ସନ୍ଧ୍ୟା ୬ଟା ରୁ ୧୦ଟା) ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ରାଜଧାନୀ ଭୁବନେଶ୍ୱରର କେନ୍ଦ୍ରସ୍ଥଳ ତଥା ମହୋତ୍ସବର ପ୍ରାଣକେନ୍ଦ୍ର ୟୁନିଟ୍-୩ ସ୍ଥିତ ପ୍ରଦଶର୍ନୀ ପଡିଆ ପରିସରରେ ପ୍ରୟାସ ନବରାତ୍ର ଦାଣ୍ଡିଆ ସାଂସ୍କୃତିକ ବିଧିବିଧାନ ଓ ସମ୍ପୂର୍ଣ୍ଣ ପାରିବାରିକ ବାତାବରଣରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥର ୧,୬୦,୦୦୦… Continue reading ୨୬ରୁ “ପ୍ରୟାସ”ର ନବରାତ୍ର ଦାଣ୍ଡିଆ ମେହାତ୍ସବ
୨୬ରୁ “ପ୍ରୟାସ”ର ନବରାତ୍ର ଦାଣ୍ଡିଆ ମେହାତ୍ସବ
