ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ବିଜେପିରେ ଯୋଗ ଦେଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତରେ ସେ ପଦ୍ମ ଧରିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଡକ୍ଟର ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶକୁ ସାରା ବିଶ୍ୱରେ ସମ୍ମାନିତ କରିଛନ୍ତି । ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ବିଜେପିରେ ମିଶିଛି ।ସେ ଆହୁରି କହିଛନ୍ତି, ଓଡ଼ିଶାରେ ଅନ୍ଧ, ମୂକ ବଧିର ସରକାରକୁ… Continue reading ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଦେବାଶିଷ ଓ ଶୁଭାଶିଷ ବିଜେଡିର ରାଜ୍ୟସଭା ପ୍ରାର୍ଥ

ଭୁବନେଶ୍ୱର: ଶେଷରେ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଛି । ବିଜେଡି ସଭାପତି ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି । ବିଜେଡି ପକ୍ଷରୁ ଜାରି କରାଯାଇଥିବା ପ୍ରେସ ବିଜ୍ଞପ୍ତି ମୁତାବକ ଏହି ଦୁଇ ଜଣଙ୍କୁ ରାଜ୍ୟସଭା ପଠାଇବାକୁ ସୁପ୍ରିମୋ ଘୋଷଣା କରିଛନ୍ତି । ଉଲ୍ଲେଖ ଥାଉ କି ଓଡ଼ିଶାର ୩ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ… Continue reading ଦେବାଶିଷ ଓ ଶୁଭାଶିଷ ବିଜେଡିର ରାଜ୍ୟସଭା ପ୍ରାର୍ଥ

You cannot copy content of this page