ବିଧାନସଭା ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ

ରାଜ୍ୟରେ ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ଜାରି ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି ।ବିଧାନସଭା ପାଇଁ ୪ ଲୋକସଭା ଓ ୨୮ ବିଧାନସଭା ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହୋଇଛି I ବିଧାନସଭାରେ ହେବାକୁ ଥିବା ନିର୍ବାଚନରେ ମୋଟ ୬୨ଲକ୍ଷ ୮୪ହଜାର ୬୪୯ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ମାତ୍ର ଏଥିରେ ମହିଳା ଭୋଟରଙ୍କ ସଂଖ୍ୟା ପୁରୁଷଙ୍କ ତୁଳନାରେ ୯୧,୫୨୮ ଅଧିକ ରହିଛି । ସୁରକ୍ଷା… Continue reading ବିଧାନସଭା ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ

‍ବିଜେଡିରେ ମିଶିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜୁ ଜନତା ଦଳ (ବିଜେଡି)ରେ ଯୋଗ ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡିରେ ଯୋଗ ଦେବା ପରେ ବର୍ଷା କହିଥିଲେ, ମୁଁ ସାର୍‌ (ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ)ଙ୍କର ଜଣେ ଫ୍ୟାନ୍‌। ଏମିତିକି କେବଳ ତାଙ୍କୁ ଉତ୍ସର୍ଗ କରି ଏକ ଫିଲ୍ମ ତିଆରି କରିଥିଲି। ସେ କଥାରେ କମ୍ ଓ କାମରେ ଅଧିକ ବିଶ୍ୱାସ କରନ୍ତି। ମୋତେ ବିଜେଡିରେ… Continue reading ‍ବିଜେଡିରେ ମିଶିଲେ ବର୍ଷା ପ୍ରିୟଦର୍ଶିନୀ

ବିଜେପି ବିଧାନସଭା ପ୍ରାର୍ଥୀ ତାଲିକା

୧.ପଦ୍ମପୁର- ଗୋବର୍ଦ୍ଧନ ଭୋୟ, ୨.ବିଜେପୁର-ସନତ କୁମାର ଗର୍ତିଆ, ୩. ବରଗଡ-ଅଶ୍ବିନୀ କୁମାର ଷଡଙ୍ଗୀ, ୪.ଅତାବିରା-ନିହାର ରଞ୍ଜନ ମହାନନ୍ଦା, ୫. ଭଟ୍ଲି -ଇରାଶିଷ ଆଚାର୍ୟ୍ୟ, ୬. ବ୍ରଜରାଜନଗର-ସୁରେଶ ପୂଜାରୀ, ୭. ଝାରସୁଗୁଡା- ଟଙ୍କଧର ତ୍ରିପାଠୀ, ୮. ତଲସରା-ଭବାନୀ ଶଙ୍କର ଭୋଇ, ୯. ସୁନ୍ଦରଗଡ-କୁସୁମ ଟେଟେ, ୧୦. ବୀରମିତ୍ରପୁର-ଶଙ୍କର ଓରାମ୍, ୧୧. ରଘୁନାଥପାଲି-ଦୁର୍ଗା ଚରଣ ତନ୍ତି, ୧୨. ରାଜଗାଙ୍ଗପୁର-ନରସିଂହ ମିଞ୍ଜ, ୧୩. ବଣାଇ-ସେବତୀ ନାୟକ, ୧୪. କୁଚିଣ୍ଡା-ରବି ନାରାୟଣ ନାୟକ, ୧୫. ରେଙ୍ଗାଲି-ନାଉରୀ ନାୟକ, ୧୬. ସମ୍ବଲପୁର-ଜୟ ନାରାୟଣ ମିଶ୍ର,୧୭.… Continue reading ବିଜେପି ବିଧାନସଭା ପ୍ରାର୍ଥୀ ତାଲିକା

ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ: ମନମୋହନ ସାମଲ

ଆଜି ସକାଳେ ଦିଲ୍ଲୀରୁ ଫେରିବା ପରେ ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ଓ ସରକାର ଗଠନ କରିବ ବୋଲି ମନମୋହନ ସାମଲ ସ୍ପଷ୍ଟ କରିଛନ୍ତି I ପୁଣି ଥରେ ନିଜ ପୁରୁଣା କଥା ଦୋହରାଇଛନ୍ତି। ମନମୋହନ କହିଛନ୍ତି, ଓଡ଼ିଶାରେ ବିଜେପିର ସରକାର ହେବ । ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେଉ ନ ଥିବା ନେଇ ଏବେ ଏକ ପ୍ରକାର ସ୍ପଷ୍ଟ ହୋଇ ସାରିଥିବା ଚର୍ଚ୍ଚା ହେଉଛି। ଓଡ଼ିଶାର ଅସ୍ମିତାକୁ ନେଇ ଆମେ ଲୋକଙ୍କ ପାଖକୁ ଯିବୁ, ନିର୍ବାଚନ… Continue reading ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ: ମନମୋହନ ସାମଲ

You cannot copy content of this page