ରାମୋଜି ରାଓଙ୍କ ପରଲୋକ

ହାଇଦ୍ରାବାଦ: ରାମୋଜି ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜି ରାଓଙ୍କର ଶନିବାର ସକାଳେ ହାଇଦ୍ରାବାଦରେ ଦେହାନ୍ତ ହୋଇଛି। ହାଇଦ୍ରାବାଦର ଷ୍ଟାର ହସ୍ପିଟାଲରେ ଚିକିତ୍ସା ସମୟରେ ଖ୍ୟାତିସମ୍ପନ୍ନ ମିଡିଆ ଆଇକନ ଏବଂ ଫିଲ୍ମ ସମ୍ରାଟ ରାମୋଜି ରାଓଙ୍କର ଦେହାନ୍ତ ହୋଇଛି। ସେ ସକାଳ ପ୍ରାୟ ୩ଟା ୪୫ମିନିଟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ବୟସ ହୋଇଥିଲା। ରାମୋଜିଙ୍କ ଦେହାନ୍ତ ଖବର ପାଇବା ପରେ ସାଉଥ୍‌ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ରାମୋଜି ରାଓଙ୍କୁ ଉଚ୍ଚ… Continue reading ରାମୋଜି ରାଓଙ୍କ ପରଲୋକ

You cannot copy content of this page