ଜିଲ୍ଲା ସ୍ତରୀୟ ସ୍କୁଲ ଗେମ୍ସ ଟାଇକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ

​ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍କୁଲ ଗେମ୍ସ ଟାଇକୋଣ୍ଡୋ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ପି.ପି. ଏକାଡେମୀ ହାଇସ୍କୁଲ କନଫରେନ୍ସ ହଲ୍‌ଠାରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ​ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରୀନା ବେହେରା ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟତମ ଅତିଥି ଭାବେ ଜିଲ୍ଲା ଶିକ୍ଷା କ୍ରୀଡ଼ା ଅଧିକାରୀ ପ୍ରଦୀପ କୁମାର ପାତ୍ର, ପି.ପି. ଏକାଡେମୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ଦ୍ୟୁତିରଞ୍ଜନ ମହାଲିଙ୍ଗ ଏବଂ ବଲାଙ୍ଗୀର… Continue reading ଜିଲ୍ଲା ସ୍ତରୀୟ ସ୍କୁଲ ଗେମ୍ସ ଟାଇକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ

ପରୀକ୍ଷାର୍ଥୀଙ୍କ ପ୍ରଶିକ୍ଷକ ସାଜିଛି ମୋବାଇଲ

କଳାହାଣ୍ଡି, ୧୭|୨: ରାଜ୍ୟ ସରକାର ଚଳିତ ବର୍ଷର ଗ୍ରୀଷ୍ମକୁ ଆଖି ଆଗରେ ରଖି ୨୦୨୪/୨୫ ବର୍ଷର ମାଟ୍ରିକ ପରୀକ୍ଷା ସହ ଅନ୍ୟାନ୍ୟ ଶ୍ରେଣୀର ବାର୍ଷିକ ପରୀକ୍ଷାକୁ ଶୀଘ୍ର କରିବାର ନିଷ୍ପତ୍ତି ନେଇଛନ୍ତି। ଏନେଇ ଫେବୃଆରୀ ମାସର ଆରମ୍ଭ ହୋଇ ମାର୍ଚ୍ଚ ମାସ ପ୍ରଥମ ସପ୍ତାହ ମଧ୍ୟରେ ପରୀକ୍ଷା ଶେଷ କରିବାକୁ ଶିକ୍ଷା ବିଭାଗର ନିଷ୍ପତ୍ତିକୁ ସମସ୍ତ ଅଭିଭାବକ ଓ ପରୀକ୍ଷାର୍ଥୀ ସ୍ବାଗତ ଜଣାଇଛନ୍ତି | ଚଳିତ ବର୍ଷ ଓଡ଼ିଶା ବୋର୍ଡ ବିଏସଇ ହେଉ କିମ୍ବା ସିବିଏସଇ ଓ… Continue reading ପରୀକ୍ଷାର୍ଥୀଙ୍କ ପ୍ରଶିକ୍ଷକ ସାଜିଛି ମୋବାଇଲ

You cannot copy content of this page