ଏସ ଆର ଇନଷ୍ଟିଚ୍ୟୁଟ ଅଫ୍ ସାଇନ୍ସ ”SR TALENT HUNT” ପ୍ରତିଯୋଗିତାରେ ପୁରସ୍କାର ବିତରଣ ଉତ୍ସବ

ଭୁବନେଶ୍ଵର : ବିଜେବି ନଗର ସ୍ଥିତ ଏସ ଆର ଇନଷ୍ଟିଚ୍ୟୁଟ ଅଫ୍ ସାଇନ୍ସ ଆନୁକୂଲ୍ୟରେ ”SR TALENT HUNT” ପ୍ରତିଯୋଗିତାରେ କୃତିତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଅନୁଷ୍ଠାନର ନିର୍ଦେଶକ ତଥା ବିଜେବି ଜୁନିଅର କଲେଜର ପୂର୍ବତନ ଗଣିତ ଅଧ୍ୟାପକ ସତ୍ୟଜିତ ରାୟଙ୍କ ଅଧକ୍ଷତାରେ ଏକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଉକ୍ତ ଉତ୍ସବରେ ପଦାର୍ଥ ବିଜ୍ଞାନ ପ୍ରଧ୍ୟାପକ ଡକ୍ଟର ପ୍ରଦୀପ୍ତ କୁମାର ମହାପାତ୍ର ମୁଖ୍ୟ ଅତିଥି ଏବଂ ଇଂରାଜୀ ଅଧ୍ୟାପକ… Continue reading ଏସ ଆର ଇନଷ୍ଟିଚ୍ୟୁଟ ଅଫ୍ ସାଇନ୍ସ ”SR TALENT HUNT” ପ୍ରତିଯୋଗିତାରେ ପୁରସ୍କାର ବିତରଣ ଉତ୍ସବ

ସାଇ ବିନାୟକ ଶିଶୁ ମନ୍ଦିରର ବାର୍ଷିକ ଉସôବ ଓ ସମ୍ବର୍ଦ୍ଧନା

ଭୁବନେଶର: ସାଇ ବିନାୟକ ଶିଶୁମନ୍ଦିରର ବାର୍ଷିକ ଉସôବ ଓ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ବମିଖାଲସ୍ଥିତ ବିଦ୍ୟାଳୟ ପରିସରରେ ପ୍ରାତଃ ଲକ୍ଷାର୍ଚ୍ଚନା ପୂଜା ସହିତ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷୟତ୍ରୀ ଐଶ୍ୱର୍ଯ୍ୟା ଲକ୍ଷ୍ମୀ ତି୍ରପାଠୀଙ୍କ ସଂଯୋଜନା ଓ ଆବାହକ ବନମାଳୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯନ୍ତ୍ରୀ ତଥା ସତ୍ୟସାଇ ସଂଗଠନର ରାଜ୍ୟ ପ୍ରଜ୍ଞାନିର୍ବାହକ ସଚ୍ଚିଦାନନ୍ଦ ନାୟକ, ମୁଖ୍ୟବକ୍ତାଭାବେ ସତ୍ୟ ସାଇ ସଂଗଠନର ଯୁଗ୍ମ ଶିକ୍ଷା ସଂଯୋଜିକା ଡ. ନୟନତାରା ଛୋଟରାୟ, ସମ୍ମାନୀତ ଅତିଥିଭାବେ ବିଦ୍ୟାଳୟର… Continue reading ସାଇ ବିନାୟକ ଶିଶୁ ମନ୍ଦିରର ବାର୍ଷିକ ଉସôବ ଓ ସମ୍ବର୍ଦ୍ଧନା

You cannot copy content of this page