ମହିମାସେବା ଫାଉଣ୍ଡେସନର ଷଷ୍ଠ ସ୍ୱନକ୍ଷତ୍ର ଅନୁଷ୍ଠିତ

ଭୁବନେଶ୍ୱର: ସାମାଜିକ ଅନୁଷ୍ଠାନ “ମହିମା ସେବା ଫାଉଣ୍ଡେସନ “ପକ୍ଷରୁ ଷଷ୍ଠ ସ୍ୱନକ୍ଷତ୍ର ଦିବସ ଅନ୍ଧାରୁଆ ସ୍ଥିତ ପ୍ରବୁଦ୍ଧପାହାଡ଼ ଠାରେ ଥିବା ସତ୍ୟ ମହିମା ଆଶ୍ରମ ଠାରେ ଅନୁଷ୍ଠିତ ହୋଇଯାଇଛି I ପ୍ରାତଃ ସମୟରେ ଶୂନ୍ୟ ମହିମା ପ୍ରଭୁ ଙ୍କୁ ପ୍ରଦ୍ବୀପ ପ୍ରଜ୍ବଳନ ସହିତ ବିଶ୍ୱ ବାସୀଙ୍କ ମଙ୍ଗଳ କାମନା କରାଯାଇ କାର୍ୟ୍ୟକ୍ରମର ଶୁଭାରମ୍ଭ ନିଆରା ଭାବେ ପାଳିତ ହୋଇଥିଲା କ୍ଷ ସାମ୍ବାଦିକ ତଥା ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ମୁଖପାତ୍ର ଅରବିନ୍ଦ ତ୍ରିପାଠୀଙ୍କ ସଂଯୋଜନା ଓ ମହିମା… Continue reading ମହିମାସେବା ଫାଉଣ୍ଡେସନର ଷଷ୍ଠ ସ୍ୱନକ୍ଷତ୍ର ଅନୁଷ୍ଠିତ

You cannot copy content of this page