ଭୁବନେଶ୍ଵର: ପରମହଂସ ସ୍ଵାମୀ ବ୍ରହ୍ମାନନ୍ଦ ସରସ୍ଵତୀଙ୍କ ପ୍ରତିଷ୍ଠିତ ନିଗମ କଳ୍ପତରୁ ଆଶ୍ରମ ରୁଦ୍ରବିହାର ଠାରେ ଗୁରୁବାର ଦିନ ପବିତ୍ର ଗୁରୁ ପୂର୍ଣ୍ଣିମା ଉତ୍ସବ ପୂଜ୍ୟ ସ୍ଵାମିଜୀଙ୍କ ପୌରହିତ୍ୟରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ପ୍ରଫେସର ବୈଷ୍ଣବ ଚରଣ ସାମଲ କହିଲେ ଯେ, ଆମ ସଂସ୍କୃତିରେ ଗୁରୁ ପୂଜନ ଏଭଳି ଏକ ବ୍ୟବସ୍ଥା ସମଗ୍ର ପୃଥିବୀରେ କେବଳ ଭାରତବର୍ଷରେ ହିଁ ଦେଖା ଦେଇଥାଏ । ଆମେ ଗୁରୁଙ୍କୁ କେବଳ ଶିକ୍ଷାଦାତା ଭାବେ… Continue reading ସ୍ବାମୀ ବ୍ରହ୍ମାନନ୍ଦ ନିଗମ କଳ୍ପତରୁ ଆଶ୍ରମରେ ଗୁରୁ ପୂର୍ଣ୍ଣିମା ପାଳିତ
ସ୍ବାମୀ ବ୍ରହ୍ମାନନ୍ଦ ନିଗମ କଳ୍ପତରୁ ଆଶ୍ରମରେ ଗୁରୁ ପୂର୍ଣ୍ଣିମା ପାଳିତ
